1 Thessalonians 5:14 — Compare Translations
7 translations compared side by side
Odia - 1840
"ପରସ୍ପର ଶାନ୍ତି ରେ ରୁହ। ଯେଉଁମାନେ କାମ କରୁ ନାହାଁନ୍ତି, ଭାଇ ଓ ଭଉଣୀମାନେ, ସମାନଙ୍କେୁ ସତର୍କ କରିଦିଅ। ଯେଉଁମାନେ ଭୟ ରେ ଅଛନ୍ତି, ସମାନଙ୍କେୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାୟ୍ଯ କର। ପ୍ରେତ୍ୟକକ ଲୋକ ପାଇଁ ର୍ଧୈୟ୍ଯବାନ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ-ହୀନମାନଙ୍କୁ ସାନ୍ତ୍ଵନା ଦିଅ, ଦୁର୍ବଳମାନଙ୍କ ତତ୍ତ୍ଵ ନିଅ, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ⇧।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ତୁମ୍ଭମାନଙ୍କୁ ଆମର ଅନୁରୋଧ; ନିଷ୍କର୍ମାମାନଙ୍କୁ ସତର୍କ କରିଦିଅ, ଭୀରୁମାନଙ୍କୁ ଉତ୍ସାହିତ କର, ଦୁର୍ବଳମାନଙ୍କୁ ସାହାଯ୍ୟ କର ଓ ସମସ୍ତଙ୍କ ପ୍ରତି ସହନଶୀଳ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ କାମ କରୁ ନାହାନ୍ତି, ଭାଇ ଓ ଭଉଣୀମାନେ, ସେମାନଙ୍କୁ ସତର୍କ କରିଦିଅ। ଯେଉଁମାନେ ଭୟରେ ଅଛନ୍ତି, ସେମାନଙ୍କୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାଯ୍ୟ କର। ପ୍ରତ୍ୟେକ ଲୋକ ପାଇଁ ଧୈର୍ଯ୍ୟବାନ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಭಾವಾ-ಭೆನಿಯಾನು, ಅಮಿ ತುಮ್ಚ್ಯಾಕ್ಡೆ ಲೈ ಮಾಗ್ತಾಂವ್, ಕಾಮ್ ಕರಿನಸ್ತಾನಾ ರ್ಹಾತಲ್ಯಾಕ್ನಿ ಉಶಾರ್ಕಿ ಸಾಂಗಾ, ಭಿಂವ್ಕುರ್ಯ್ಯಾಕ್ನಿ ಧೈರೊ ದಿವಾ, ಬಳನಸಲ್ಯಾಕ್ನಿ ಮಜತ್ ಕರಾ, ಸಗ್ಳ್ಯಾಂಚ್ಯಾ ವಾಂಗ್ಡಾ ಸಮಾದಾನಾನ್ ರ್ಹಾವಾ.