1 Thessalonians 5:15 — Compare Translations

7 translations compared side by side

Odia - 1840
"ଦେଖ, ଯେପରି କହେି ଅପକାର ବଦଳ ରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଞ୍ଚ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି କାହାର ଅନ୍ୟାୟ ବଦଳରେ ଅନ୍ୟାୟ ନ କରୁ, ବରଂ ଜଣେ ଅନ୍ୟ ଜଣର ଓ ସମସ୍ତଙ୍କର ମଙ୍ଗଳ ସାଧନ ତୁମର ଲକ୍ଷ୍ୟ ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ଯେପରି କେହି ଅପକାର ବଦଳରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।
Odia IRV 2017 (ଓଡିଆ ବାଇବେଲ)
ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್‍ಬಿ ವಾಯ್ಟಾಚ್ಯಾ ಬದ್ಲಾಕ್ ವಾಯ್ಟುಚ್ ಅನಿ ಎಕ್ಲ್ಯಾಕ್ ಕರಿನಸಿ ಸರ್ಕೆ ಬಗುನ್ ಘೆವಾ, ಅನಿ ಕನ್ನಾಬಿ ಸಗ್ಳ್ಯಾ ಎಳಾರ್ ಎಕಾಮೆಕಾತ್ನಿ ಅನಿ ಸಗ್ಳ್ಯಾ ಲೊಕಾಕ್ನಿ ಬರೆ ಕರುಸಾಟ್ನಿ ಖಟ್ಪಟ್ ಕರಾ.