1 Thessalonians 5:18 — Compare Translations
7 translations compared side by side
Odia - 1840
"ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଥାଅ। ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତୁମ୍ଭମାନଙ୍କ ପାଇଁ ଏହା ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସବୁ ଅବସ୍ଥାରେ ଧନ୍ୟବାଦ ଦିଅ; କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ଵରଙ୍କ ଅଭିମତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ ପରିସ୍ଥିତିରେ କୃତଜ୍ଞ ହୁଅ। ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରୁଥିବାରୁ, ତୁମଠାରୁ ଈଶ୍ୱର ଏହା ହିଁ ଅପେକ୍ଷା କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଥାଅ। ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ପାଇଁ ଏହା ଗ୍ଭହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ୱରଙ୍କ ଅଭିମତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಎಳಾರ್ ದೆವಾಕ್ ಧನ್ಯವಾದ್ ದಿವಾ, ಕ್ರಿಸ್ತಾ ಜೆಜುಚ್ಯಾ ಎಕ್ವಟ್ಟಾನ್ ತುಮ್ಚ್ಯಾ ಜಿವನಾತ್ ಹೆ ಸಗ್ಳೆಚ್ ಹೊವ್ಕ್ ಪಾಜೆ ಮನ್ತಲಿ ದೆವಾಚಿ ಇಚ್ಛ್ಯಾ.