1 Thessalonians 5:2 — Compare Translations
7 translations compared side by side
Odia - 1840
"କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଚୋର ରାତି ରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ୟ୍ଯଜନକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ତୁମ୍ଭେମାନେ ଉତ୍ତମ ରୂପେ ଜାଣ ଯେ, ରାତିରେ ଚୋର ପଶିବା ପରି ପ୍ରଭୁଙ୍କ ଦିନ ଆସି ପହଞ୍ଚିବ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଗ୍ଭେର ରାତିରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ଯ୍ୟଜନକ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।
Odia IRV 2017 (ଓଡିଆ ବାଇବେଲ)
କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಧನಿಯಾಚೊ ದಿಸ್ ರಾಚ್ಚೆ ಯೆತಲ್ಯಾ ಚೊರಾ ಸರ್ಕೊ ಯೆತಾ ಮನ್ತಲೆ ತುಮ್ಕಾಚ್ ಬರೆ ಗೊತ್ತ್ ಹಾಯ್.