1 Thessalonians 5:21 — Compare Translations

7 translations compared side by side

Odia - 1840
"କିନ୍ତୁ ପ୍ରେତ୍ୟକକ କଥାର ସତ୍ଯାସତ୍ଯ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରଂ ସମସ୍ତ ବିଷୟ ପରୀକ୍ଷା କର; ଯାହା ଉତ୍ତମ, ତାହା ଧରି ରଖ;
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ ବିଷୟ ପରୀକ୍ଷା କରି ଦେଖ; ଯାହା ସବୁ ସତ୍, ତାହାକୁ ଗ୍ରହଣ କର;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରତ୍ୟେକ କଥାର ସତ୍ୟାସତ୍ୟ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବରଂ ସମସ୍ତ ବିଷୟ ପରୀକ୍ଷା କର;
Odia IRV 2017 (ଓଡିଆ ବାଇବେଲ)
ବରଂ ସମସ୍ତ ବିଷୟ ପରୀକ୍ଷା କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೆ ತಪಾಸುನ್ ಬಗಾ; ಅನಿ ಖಲೆ ಬರೆ ಹಾಯ್ ತೆ ಎವ್ಡೆಚ್ ಥವ್ನ್ ಘೆವಾ.