1 Thessalonians 5:22 — Compare Translations

7 translations compared side by side

Odia - 1840
"ସମସ୍ତ ପ୍ରକାରର ମନ୍ଦଠାରୁ ଦୂର ରେ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ପ୍ରକାର ମନ୍ଦଠାରୁ ପୃଥକ ହୋଇଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ ପ୍ରକାର ଅସତ୍ ବିଷୟଠାରୁ ଦୂରେଇ ରୁହ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ପ୍ରକାରର ମନ୍ଦଠାରୁ ଦୂରରେ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।
Odia IRV 2017 (ଓଡିଆ ବାଇବେଲ)
ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಬುರ್ಶೆ ಹೊತ್ತೆ ಸಗ್ಳೆ ಸೊಡುನ್ ದಿವ್ನ್ ಸೊಡಾ.