1 Thessalonians 5:27 — Compare Translations

7 translations compared side by side

Odia - 1840
"ପ୍ରଭୁଙ୍କର କ୍ଷମତା ଦ୍ବାରା ମୁଁ ଏହି ପତ୍ରକୁ ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପଢ଼ି ଶୁଣାଇବା ପାଇଁ କହୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଥିବା ଯୋଗୁଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ସମସ୍ତ ବିଶ୍ୱାସୀଙ୍କ ନିକଟରେ ଏହି ପତ୍ର ପାଠ କର।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କର କ୍ଷମତା ଦ୍ୱାରା ମୁଁ ଏହି ପତ୍ରକୁ ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପଢ଼ି ଶୁଣାଇବା ପାଇଁ କହୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಚಿಟಿ ಸಗ್ಳ್ಯಾ ಕ್ರಿಸ್ತಾ ವರ್ತಿ ವಿಶ್ವಾಸ್ ಥವಲ್ಲ್ಯಾ ಲೊಕಾಂಚ್ಯಾ ಇದ್ರಾಕ್ ವಾಚ್ವಾ ಮನುನ್ ಧನಿಯಾಚ್ಯಾ ಅದಿಕಾರಾನ್ ಮಿಯಾ ತುಮ್ಚ್ಯಾಕ್ಡೆ ಮಾಗ್ತಾ.