1 Thessalonians 5:3 — Compare Translations
7 translations compared side by side
Odia - 1840
"ଲୋକେ କହିବେ: ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ। ସହେି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବଦନୋ ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସମାନେେ ରକ୍ଷା ପାଇପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
‘ସମସ୍ତ ଶାନ୍ତି ଓ ନିରାପଦ’ ବୋଲି ଲୋକମାନେ କହି ନିଶ୍ଚିନ୍ତ ଥିବା ସମୟରେ ଅକସ୍ମାତ ସେମାନଙ୍କ ଉପରକୁ ବିପତ୍ତି ମାଡ଼ି ଆସିବ। ଗର୍ଭବତୀ ନାରୀର ପ୍ରସବ ବେଦନା ପରି ତାହା ଅନପେକ୍ଷିତ ଭାବରେ ହଠାତ୍ ଆସି ଉପସ୍ଥିତ ହେବ ଏବଂ କେହି ତା’ ସମ୍ମୁଖରୁ ପଳାଇ ଯାଇ ପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ କହିବେ: “ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ।” ସେହି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବେଦନା ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସେମାନେ ରକ୍ଷା ପାଇ ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾ ಸಗ್ಳೆ ಸುರಕ್ಷಿತ್ ಅನಿ ಶಾಂತ್ ಸಮಾದಾನ್ ಹಾಯ್ ಮನುನ್ ಮನ್ತಾನಾಚ್, ಎಕ್ ಗರ್ವಾರ್ ಬಾಯ್ಕೊಮಾನ್ಸಿಕ್ ಯೆನಾ ಯೆಲ್ಲ್ಯಾ ಸರ್ಕೆ ಅಚಾನಕ್ ನಾಸ್ ತೆಂಚೆ ವರ್ತಿ ಯೆತಾ, ತನ್ನಾ ತೆಂಕಾ ಕೊನಾಕ್ಬಿ ಹ್ಯಾ ನಾಸಾತ್ನಾ ಚುಕ್ವುನ್ ಘೆವ್ಕ್ ಹೊಯ್ನಾ.