1 Thessalonians 5:4 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭ ଭାଇ ଓ ଭଉଣୀମାନଙ୍କ ପାଇଁ ସହେି ଦିନଟି ଚୋର ଆସିବା ଭଳି ଆଶ୍ଚର୍ୟ୍ଯର କଥା ହବେ ନାହିଁ, କାରଣ ତୁମ୍ଭମାନେେ ଅନ୍ଧକାର ରେ ବାସ କରୁ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେହି ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ, ତେଣୁ ସେହି ଦିବସ ତୁମ୍ଭମାନଙ୍କ ନିକଟରେ ଅତର୍କିତ ଭାବେ ଚୋର ପରି ଆସି ପହଞ୍ôଚବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭ ଭାଇ ଓ ଭଉଣୀମାନଙ୍କ ପାଇଁ ସେହି ଦିନଟି ଗ୍ଭେର ଆସିବା ଭଳି ଆଶ୍ଚର୍ଯ୍ୟର କଥା ହେବ ନାହିଁ, କାରଣ ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋରର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ಭಾವಾನು ಅನಿ ಭೆನಿಯಾನು, ತುಮಿ ಕಾಳ್ಕಾತ್ ನಾಸಿ, ತೆಚೆಸಾಟ್ನಿ ಹ್ಯಾ ಧನಿಯಾಚ್ಯಾ ದಿಸಾನ್ ಚೊರಾ ಸಾರ್ಕೆ ಯೆವ್ನ್ ತುಮ್ಕಾ ನಾಸ್ ಕರುಕ್ ಹೊಯ್ನಾ.