1 Thessalonians 5:6 — Compare Translations
7 translations compared side by side
Odia - 1840
"ଅତଏବ ଆମ୍ଭମାନେେ ଅନ୍ୟ ଲୋକମାନଙ୍କ ଭଳି ଶାଇେ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂୟମ ଥିବା ଆବଶ୍ଯକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ଆସ, ଆମ୍ଭେମାନେ ଅନ୍ୟମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିଥାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଆମେ ଅନ୍ୟମାନଙ୍କ ପରି ନିଦ୍ରିତ ନ ହୋଇ ଜାଗ୍ରତ ଓ ସଚେତନ ହୋଇ ରହିବା।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଆମ୍ଭେମାନେ ଅନ୍ୟ ଲୋକମାନଙ୍କ ଭଳି ଶୋଇ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂଯମ ଥିବା ଆବଶ୍ୟକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା।
Odia IRV 2017 (ଓଡିଆ ବାଇବେଲ)
ଅତଏବ ଆସ ଆମ୍ଭେମାନେ ଅଣଯିହୂଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಅಮಿ ದುಸ್ರ್ಯಾಚ್ಯಾ ಸರ್ಕೆ ನಿಜೆತ್ ರ್ಹಾತಲೆ ನಾ. ಅಮಿ ಜಾಗೆ ರ್ಹಾವ್ಚೆ ಅನಿ ಉಶಾರ್ಕಿನ್ ಹೊವ್ನ್ ರ್ಹಾವ್ಚೆ.