1 Thessalonians 5:8 — Compare Translations
7 translations compared side by side
Odia - 1840
"କିନ୍ତୁ ଆମ୍ଭେ ଦିନର ହାଇେଥିବାରୁ ନିଜକୁ ସଂୟମ କରିବା ଆବଶ୍ଯକ। ବିଶ୍ବାସ ଓ ପ୍ ରମରେ ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ଵାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି ପରିତ୍ରାଣର ଭରସାରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆମେ ଦିବସର ସନ୍ତାନ ଓ ସଦା ସଚେତନ। ଆସ, ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରିବା ଓ ପରିତ୍ରାଣର ଭରସାରୂପ ଶିରସ୍ତ୍ରାଣ ମସ୍ତକରେ ଦେବା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ଦିନର ହୋଇଥିବାରୁ ନିଜକୁ ସଂଯମ କରିବା ଆବଶ୍ୟକ। ବିଶ୍ୱାସ ଓ ପ୍ରେମର ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅಮಿ ದಿಸಾಕ್ ಸಮಂದ್ ಪಡಲ್ಲಿ ಲೊಕಾ ಅನಿ ಅಮಿ ಕನ್ನಾಬಿ ತಯಾರಿತ್ ರ್ಹಾವ್ಚೆ. ಅಮಿ ವಿಶ್ವಾಸ್ ಅನಿ ಪ್ರೆಮ್ ಹಿರ್ದ್ಯಾಚೆ ಕವಚ್ ಕರುನ್ ಘೆವ್ನ್ ನೆಸುಚೆ ಅನಿ ಅಮ್ಚ್ಯಾ ಸುಟ್ಕೆಚೊ ಬರೊಸೊ ಅಮ್ಚ್ಯಾ ಟಕ್ಲ್ಯಾಚೆ ಕವಚ್ ಕರುನ್ ಘೆವ್ಚೆ.