1 Thessalonians 5:9 — Compare Translations
7 translations compared side by side
Odia - 1840
"ଯେ ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କ କୋର୍ଧର ବିଷୟ ହବୋ ପାଇଁ ବାଛି ନାହାଁନ୍ତି। ବରଂ ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ମୁକ୍ତି ପାଇବା ପାଇଁ ପରମେଶ୍ବର ଆମ୍ଭକୁ ବାଛିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଆମ୍ଭମାନଙ୍କୁ ତାଙ୍କ କ୍ରୋଧର ପାତ୍ର ହେବାକୁ ମନୋନୀତ କରି ନାହାନ୍ତି; ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟବର୍ତ୍ତିତାରେ ଆମକୁ ପରିତ୍ରାଣ କରିବା ପାଇଁ ସ୍ଥିର କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କ କ୍ରୋଧର ବିଷୟ ହେବା ପାଇଁ ବାଛି ନାହାନ୍ତି। ବରଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ମୁକ୍ତି ପାଇବା ପାଇଁ ପରମେଶ୍ୱର ଆମ୍ଭକୁ ବାଛିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಮ್ಕಾ ಅಪ್ನಾಚ್ಯಾ ರಾಗಾತ್ ನಾಸ್ ಹೊವ್ಸಾಟ್ನಿ ಮನುನ್ ರಚುಕ್ ನಾ, ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ವೈನಾ ಅಮ್ಕಾ ಸುಟ್ಕಾ ಗಾವುಚಿ ಮನುನ್ ತೆನಿ ರಚ್ಲ್ಯಾನಾಯ್.