1 Timothy 1:10 — Compare Translations
7 translations compared side by side
Odia - 1840
"ୟୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ୟୌନ ଅଭିଳାଷୀ, ଦାସମାନଙ୍କ ବିକ୍ ରତାେ, ମିଥ୍ଯାବାଦୀ, ମିଥ୍ଯା ଶପଥ ନେଉଥିବା ଲୋକେ ଓ ପରମେଶ୍ବରଙ୍କ ସତ୍ଶିକ୍ଷାର ବିରୋଧାଚରଣ କରୁଥିବା ଯେ କୌଣସି ବ୍ଯକ୍ତି ପାଇଁ ବ୍ଯବସ୍ଥା ଆବଶ୍ଯକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଜାଣି ଯଦି କେହି ବିହିତମତେ ବ୍ୟବସ୍ଥା ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଆମ୍ଭେମାନେ ଜାଣୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ନରହତ୍ୟା, ଲମ୍ପଟତା, ଅସ୍ୱାଭାବିକ, କାମୁକତା, ମନୁଷ୍ୟ ଅପହରଣ ଓ ମିଥ୍ୟା ସାକ୍ଷ୍ୟ ଦାନରେ ଯେଉଁମାନେ ଅଭ୍ୟସ୍ତ, ସ୍ଥୂଳତଃ ଯେଉଁମାନେ ସମସ୍ତ ସତ୍ଶିକ୍ଷାରେ ବିରୁଦ୍ଧାଚରଣ କରନ୍ତି, ସେମାନଙ୍କ ନିମନ୍ତେ ବ୍ୟବସ୍ଥା ଉଦ୍ଦିଷ୍ଟ।
Odia Bible ERV 2004 (ପବିତ୍ର ବାଇବଲ)
ଯୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ଯୌନ ଅଭିଳାଷୀ, ଦାସମାନଙ୍କ ବିକ୍ରେତା, ମିଥ୍ୟାବାଦୀ, ମିଥ୍ୟା ଶପଥ ନେଉଥିବା ଲୋକେ ଓ ପରମେଶ୍ୱରଙ୍କ ସତ୍ଶିକ୍ଷାର ବିରୋଧାଚରଣ କରୁଥିବା ଯେକୌଣସି ବ୍ୟକ୍ତି ପାଇଁ ବ୍ୟବସ୍ଥା ଆବଶ୍ୟକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;
Odia IRV 2017 (ଓଡିଆ ବାଇବେଲ)
ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವೆಭಿಚಾರ್ ಕರ್ತಲ್ಯಾಕ್ನಿ, ನಿತಿನ್ ರ್ಹಾಯ್ ನಸಲ್ಯಾಕ್ನಿ, ಘೊಮನ್ಸಾ-ಘೊಮನ್ಸಾ, ಬಾಯ್ಕಾ-ಬಾಯ್ಕಾ ಎಕಾಮೆಕಾಕ್ನಾ ನಿಜುನ್ ಪಾಪ್ ಕರ್ತಲ್ಯಾಂಚ್ಯಾಸಾಟ್ನಿ,ಝುಟೆ ಅನಿ ಝುಟಿ ಸಾಕ್ಷಿ ಸಾಂಗ್ತಲೆ ಅನಿ ಬರ್ಯಾ ಖಾಯ್ದ್ಯಾಂಚ್ಯಾ ವಿರೊದ್ ಸಾಂಗ್ತಲೆ ರ್ಹಾತ್ಯಾತ್ ತೆಂಕಾ ದಿವ್ನ್ ಹೊಲಾ.