1 Timothy 1:11 — Compare Translations

7 translations compared side by side

Odia - 1840
"ଏହି ଉପଦେଶ ପରମେଶ୍ବର ମାେତେ ପ୍ରଚାର କରିବାକୁ ଦଇେଥିବା ସୁସମାଚାରର ଅଂଶବିଶଷେ। ଏହି ମହିମାମୟ ସୁସମାଚାର ପରମଧନ୍ଯ ପରମେଶ୍ବରଙ୍କଠାରୁ ଆସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ତ ମୋʼ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ଵରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମହାମହିମ ପରମଧନ୍ୟ ଈଶ୍ୱରଙ୍କ ଶୁଭ ବାର୍ତ୍ତାରେ ସମସ୍ତ ସତ୍ଶିକ୍ଷା ନିହିତ ଅଛି। ସେହି ଶୁଭ ବାର୍ତ୍ତା ପ୍ରଚାର କରିବା ଦାୟିତ୍ୱ ମୋ’ ଉପରେ ନ୍ୟସ୍ତ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଉପଦେଶ ପରମେଶ୍ୱର ମୋତେ ପ୍ରଗ୍ଭର କରିବାକୁ ଦେଇଥିବା ସୁସମାଗ୍ଭରର ଅଂଶବିଶେଷ। ଏହି ମହିମାମୟ ସୁସମାଗ୍ଭର ପରମଧନ୍ୟ ପରମେଶ୍ୱରଙ୍କଠାରୁ ଆସିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ୱରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಹಿಮೆಚಿ ಅನಿ ಭಾಗೆವಂತ್ ದೆವಾಚಿ ಬರಿ ಖಬರ್ ಪರ್ಗಟ್ ಕರ್‍ತಲೆ ಶಿಕಾಪ್ ಮಾಕಾ ಬರ್‍ಯಾ ಖಬ್ರೆತ್ ಗಾವ್ಲೆ ಅನಿ ತ್ಯಾ ಬರ್‍ಯಾ ಖಬ್ರೆನ್ ಮಾಕಾ ಉರ್ಬಾ ದಿಲಿನ್.