1 Timothy 1:13 — Compare Translations

6 translations compared side by side

Odia - 1840
"ଅତୀତ ରେ ମୁଁ ଯୀଶୁଙ୍କ ବିରୁଦ୍ଧ ରେ କହିଛି, ତାହାଙ୍କୁ ତାଡ଼ନା ଦଇେଛି ଓ ତାହାଙ୍କୁ ଆଘାତ ଦବୋ ଭଳି କାର୍ୟ୍ଯମାନ କରିଛି। କିନ୍ତୁ ମୁଁ କ'ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ବର ମାେତେ ଦୟା କଲେ। ଅବିଶ୍ବାସୀ ଥିଲା ବେଳେ ମୁଁ ସପରେି କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ଵାସ ହେତୁ ଅଜ୍ଞାନପଣରେ ତାହା କରିଥିଲି ବୋଲି ଦୟାପ୍ରାପ୍ତ ହେଲି;
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ମୁଁ ଯୀଶୁଙ୍କ ବିରୁଦ୍ଧରେ କହିଛି, ତାହାଙ୍କୁ ତାଡ଼ନା ଦେଇଛି ଓ ତାହାଙ୍କୁ ଆଘାତ ଦେବା ଭଳି କାର୍ଯ୍ୟମାନ କରିଛି। କିନ୍ତୁ ମୁଁ କ’ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ୱର ମୋତେ ଦୟା କଲେ। ଅବିଶ୍ୱାସୀ ଥିଲାବେଳେ ମୁଁ ସେପରି କରିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಧನಿಯಾನ್ ಅಪ್ಲಿ ಕುರ್ಪಾ ಮಾಜ್ಯಾ ವೈರ್ ಲೈ ಕರುನ್ ವೊತ್ಲ್ಯಾನ್, ಅದ್ದಿ ಕ್ರಿಸ್ತಾಚಿ ನಿಂದ್ಯಾ ಕರ್ತಲ್ಯಾ ಮಾಕಾ ವಿಶ್ವಾಸ್ ಅನಿ ಪ್ರೆಮ್ ದಿಲ್ಯಾನ್.