1 Timothy 1:14 — Compare Translations

7 translations compared side by side

Odia - 1840
"କିନ୍ତୁ ପ୍ରଭୁଙ୍କର ଅନଗ୍ରହ ମାେତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସହେି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ବିଶ୍ବାସ ଓ ପ୍ ରମେ ମଧ୍ଯ ମାେତେ ମିଳିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ଵାସ ଓ ପ୍ରେମ ସହକାରେ ମୋʼ ପ୍ରତି ଅତି ପ୍ରଚୁର ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପ୍ରଭୁଙ୍କ ପ୍ରଚୁର ଅନୁଗ୍ରହରୁ ମୁଁ ତାଙ୍କଠାରେ ବିଶ୍ୱାସ ଓ ଭକ୍ତିରେ ଆବଦ୍ଧ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରଭୁଙ୍କର ଅନୁଗ୍ରହ ମୋତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସେହି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସ ଓ ପ୍ରେମ ମଧ୍ୟ ମୋତେ ମିଳିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಧನಿಯಾನ್ ಅಪ್ನಾಚಿ ಮೊಟಿ ಕುರ್ಪಾ ಮಾಜೆ ವರ್‍ತಿ ವೊತ್ಲ್ಯಾನ್ ಅನಿ ಮಾಕಾ ವಿಶ್ವಾಸಾನ್ ಭರ್ಲ್ಯಾನ್ ಅನಿ ಜೆಜು ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಎಕ್ ಕರ್‍ತಲೊ ಪ್ರೆಮ್ ಮಾಕಾ ದಿಲ್ಯಾನ್.