1 Timothy 1:15 — Compare Translations
7 translations compared side by side
Odia - 1840
"ମୁଁ ଯାହା କହୁଛି ତାହା ସତ୍ଯ ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ ଯେ ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ଜଗତକୁ ଆସିଥିଲେ। ମୁଁ ସମାନଙ୍କେ ମଧିଅରେ ସବୁଠାରୁ ଜଘନ୍ଯ ପାପୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତରେ ଅବତୀର୍ଣ୍ଣ ହେଲେ, ଏହି ବାକ୍ୟ ବିଶ୍ଵାସ ଓ ସର୍ବତୋଭାବେ ଗ୍ରହଣଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ପୃଥିବୀକୁ ଆସିଥିଲେ, ଏହା ଗୋଟିଏ ନିରାଟ ସତ୍ୟ - ସମସ୍ତେ ଏହାକୁ ପୂର୍ଣ୍ଣ ମାତ୍ରାରେ ଉପଲବ୍ଧି କରିବା ଆବଶ୍ୟକ। ସେହି ପାପୀମାନଙ୍କ ମଧ୍ୟରେ ମୁଁ ସମସ୍ତଙ୍କଠାରୁ ଅଧମ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯାହା କହୁଛି ତାହା ସତ୍ୟ ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍ ଯେ ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ଜଗତକୁ ଆସିଥିଲେ। ମୁଁ ସେମାନଙ୍କ ମଧ୍ୟରେ ସବୁଠାରୁ ଜଘନ୍ୟ ପାପୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।
Odia IRV 2017 (ଓଡିଆ ବାଇବେଲ)
ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತ್ ಹ್ಯಾ ಜಗಾತ್ ಪಾಪಿ ಲೊಕಾಕ್ನಿ ಬಚಾವ್ ಕರುಕ್ ಮನುನ್ ಯೆಲ್ಲೊ ಮನ್ತಲಿ ಗೊಸ್ಟ್ ಖರಿ ಅನಿ ಹೆ ಸಗ್ಳ್ಯಾ ರಿತಿನ್ ವಿಶ್ವಾಸ್ ಕರುಕುಚ್ ಪಾಜೆ: ಸಗ್ಳ್ಯಾಂಚ್ಯಾನಿಕಿ ಬುರ್ಸೊ ಪಾಪಿ ಮಿಯಾ.