1 Timothy 1:17 — Compare Translations

7 translations compared side by side

Odia - 1840
"ସହେି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ଯ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ୟୁଗେ ୟୁଗେ କବଳେ ପରମେଶ୍ବରଙ୍କର। ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅକ୍ଷୟ, ଅଦୃଶ୍ୟ, ଅଦ୍ଵିତୀୟ ଈଶ୍ଵର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ । ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମଗ୍ର ବିଶ୍ୱ ଜଗତର ଅଦୃଶ୍ୟ, ଅବିନଶ୍ୱର, ଚିରନ୍ତନ ରାଜା, ଏକମାତ୍ର ଈଶ୍ୱର ଯୁଗେ ଯୁଗେ ସମ୍ମାନିତ ଓ ମହିମାନ୍ୱିତ ହୁଅନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ୟ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ଯୁଗେ ଯୁଗେ କେବଳ ପରମେଶ୍ୱରଙ୍କର। ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ । ଆମେନ୍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತ್ಯಾ ನಿರಂತರ್ ರಾಜ್ವಟ್ ಕರ್ತಲ್ಯಾ ರಾಜಾಕ್, ಕನ್ನಾಚ್ ನಾಸ್ ಹೊಯ್ನಸಲ್ಲ್ಯಾ ಅನಿ ದಿಸ್ಟಿಕ್ ದಿಸಿನಸಲ್ಲ್ಯಾ ಎಕ್ಲ್ಯಾಚ್ ದೆವಾಕ್ ಮಹಿಮಾ ಅನಿ ಮಾನ್ ಹೊಂವ್ದಿತ್ ಸದಾ ಸರ್ವತಾಕ್ ಆಮೆನ್!