1 Timothy 1:18 — Compare Translations

7 translations compared side by side

Odia - 1840
"ତୀମଥି! ତୁମ୍ଭେ ମାେ ପୁତ୍ର ଭଳି। ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ଅତୀତ ରେ ତୁମ୍ଭ ବିଷୟ ରେ ଯାହା ସବୁ ଭବିଷ୍ଯଦ୍ ବାଣୀ କୁହା ଯାଇଥିଲା, ତା'ସହିତ ଏହି ଆଦେଶଟି ଏକମତ ଅଟେ। ମୁଁ ତୁମ୍ଭକୁ ଏଗୁଡ଼ିକ କହୁଛି, ଯେପରି ତୁମ୍ଭେ ସହେି ଭବିଷ୍ଯଦ୍ ବାଣୀର ଅନୁସରଣ କରିବ ଓ ବିଶ୍ବାସର ଉତ୍ତମ ଲଢ଼ଇେ ଲଢ଼ି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଉକ୍ତ ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;
Odia BSI (ପବିତ୍ର ବାଇବଲ (CL) NT (BSI))
ବତ୍ସ ତୀମଥି, ତୁମ ବିଷୟରେ ପୂର୍ବରୁ ପ୍ରକାଶ ପାଇଥିବା ଐଶ୍ୱରିକ ବାଣୀ ଅନୁଯାୟୀ ମୁଁ ତୁମକୁ ଏହି ଆଜ୍ଞା ଦେଉଛି। ସେହି ଐଶ୍ୱରିକ ବାଣୀକୁ ଆମୋଘ ଅସ୍ତ୍ର ରୂପେ ବ୍ୟବହାର କରି ତୁମେ ଜୀବନ ସଂଗ୍ରାମରେ କୃତିତ୍ୱ ଲାଭ କର।
Odia Bible ERV 2004 (ପବିତ୍ର ବାଇବଲ)
ତୀମଥି! ତୁମ୍ଭେ ମୋ’ ପୁତ୍ର ଭଳି। ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ଅତୀତରେ ତୁମ୍ଭ ବିଷୟରେ ଯାହାସବୁ ଭବିଷ୍ୟ‌‌ଦ୍‌‌‌‌ବାଣୀ କୁହା ଯାଇଥିଲା, ତା’ସହିତ ଏହି ଆଦେଶଟି ଏକମତ ଅଟେ। ମୁଁ ତୁମ୍ଭକୁ ଏଗୁଡ଼ିକ କହୁଛି, ଯେପରି ତୁମ୍ଭେ ସେହି ଭବିଷ୍ୟ‌‌ଦ୍‌‌‌‌ବାଣୀର ଅନୁସରଣ କରିବ ଓ ବିଶ୍ୱାସର ଉତ୍ତମ ଲଢ଼େଇ ଲଢ଼ି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରିପାର;
Odia IRV 2017 (ଓଡିଆ ବାଇବେଲ)
ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಮೊತಿ ಮಾಜ್ಯಾ ಲೆಕಾ, ಫಾಟಿ ತಿಯಾ ಬರಿ ಖಬರ್ ಲೊಕಾಕ್ನಿ ಶಿಕ್ವಲ್ಲ್ಯಾ ಗೊಸ್ಟಿಯಾಂಚ್ಯಾ ಪರ್‍ಕಾರ್ ಮಿಯಾ ತುಕಾ ಸಾಂಗ್ತಾ. ಬರೆ ಕರುನ್ ಲಡಾಯ್ ಕರುಕ್ ಮನುನ್ ಹೊತ್ತ್ಯಾ ಹತಿಯಾರಾಂಚ್ಯಾ ಬಾಸೆನ್ ತ್ಯಾ ಗೊಸ್ಟಿಯಾ ತಿಯಾ ವಾಪರ್,