1 Timothy 1:2 — Compare Translations

7 translations compared side by side

Odia - 1840
"ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ବିଶ୍ବାସ କରୁଥିବାରୁ ମାରେ ପ୍ରକୃତ ପୁତ୍ର ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧର୍ମବିଶ୍ଵାସରେ ଆପଣା ଯଥାର୍ଥ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର ଲେଖୁଅଛି; ପିତା ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ଧର୍ମପୁତ୍ର ତୀମଥିଙ୍କ ନିକଟକୁ ଲେଖିଥିବା ପତ୍ର:- ପିତା ଈଶ୍ୱର ଓ ଆମ୍ଭମାନଙ୍କର ପ୍ରଭୁ ଖ୍ରୀଷ୍ଟ ଯୀଶୁ ତୁମକୁ ଅନୁଗ୍ରହ, କୃପା ଓ ଶାନ୍ତି ପ୍ରଦାନ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ବିଶ୍ୱାସ କରୁଥିବାରୁ ମୋର ପ୍ରକୃତ ପୁତ୍ର ଅଟ। ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ; ପିତା ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಕಾ ತಿಮೊತಿ, ವಿಶ್ವಾಸಾತ್ ಹೊತ್ತ್ಯಾ ಮಾಜ್ಯಾ ಖರ್‍ಯಾ ಲೆಕಾ. ಅಮ್ಚೊ ದೆವ್ ಬಾಪ್ ಅನಿ ಅಮ್ಚೊ ಧನಿ ಜೆಜು ಕ್ರಿಸ್ತ್ ಅಪ್ಲಿ ಕುರ್ಪಾ ದಯಾ,ಅನಿ ಶಾಂತಿ ತುಕಾ ದಿಂವ್ದಿತ್.