1 Timothy 1:20 — Compare Translations
7 translations compared side by side
Odia - 1840
"ହୁମନାୟ ଓ ଆଲେକ୍ଜାଣ୍ଡର ସମାନଙ୍କେ ମଧ୍ଯରୁ କେତକେ ଅଟନ୍ତି। ମୁଁ ସମାନଙ୍କେୁ ଶୟତାନ ହାତ ରେ ଦଇେଛି, ଯାହା ଫଳ ରେ ସମାନେେ ପରମେଶ୍ବରଙ୍କ ବିରୁଦ୍ଧ ରେ ଆଉ ନ କହିବାକୁ ଶିକ୍ଷା ଲାଭ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍ଜାଣ୍ତର ଅନ୍ୟତମ; ଏମାନେ ଯେପରି ଶାସନପ୍ରାପ୍ତ ହୋଇ ଈଶ୍ଵରନିନ୍ଦା ନ କରନ୍ତି, ଏଥିନିମନ୍ତେ ମୁଁ ଏମାନଙ୍କୁ ଶୟତାନ ହସ୍ତରେ ସମର୍ପଣ କଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏମାନଙ୍କ ମଧ୍ୟରେ ହୁମନାୟ ଓ ଆଲେକ୍ଜାଣ୍ଡେର ଅନ୍ତର୍ଗତ। ଏ ଦୁହିଁଙ୍କୁ ମୁଁ ଶୟତାନ ହାତରେ ଛାଡ଼ିଦେଇ ଉପଯୁକ୍ତ ଦଣ୍ଡ ବିଧାନ କରିଛି - ହୁଏତ ଏଥିଦ୍ୱାରା ସେମାନେ ଈଶ୍ୱର ନିନ୍ଦାରୁ କ୍ଷାନ୍ତ ହେବା ପାଇଁ ଶିକ୍ଷା ପାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ହୁମନାୟ ଓ ଆଲେକ୍ଜାଣ୍ଡାର ସେମାନଙ୍କ ମଧ୍ୟରୁ କେତେକ ଅଟନ୍ତି। ମୁଁ ସେମାନଙ୍କୁ ଶୟତାନ ହାତରେ ଦେଇଛି, ଯାହା ଫଳରେ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଆଉ ନ କହିବାକୁ ଶିକ୍ଷା ଲାଭ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ବର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ୱର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾತ್ಲ್ಯಾ ಹೆಮೆನ್ಯುಸ್ ಅನಿ ಅಲೆಗ್ಸಾಂಡರ್ ಮನ್ತಲ್ಯಾಕ್ಬಿ, ತೆನಿ ದೆವಾಚಿ ನಿಂದ್ಯಾ ಕರುಚೆ ನ್ಹಯ್ ಮನುನ್ ತೆಂಕಾ ಬುದ್ದ್ ಶಿಕ್ವುಕ್ ಮನುನ್ ಸೈತಾನಾಚ್ಯಾ ಹಾತಿತ್ ದಿಲ್ಲೆ ಹಾಯ್.