1 Timothy 1:3 — Compare Translations

7 translations compared side by side

Odia - 1840
"ମୁଁ ଚା ହେଁ ଯେ ତୁମ୍ଭେ ଏଫିସଠା ରେ ରୁହ। ମାକିଦନିଆ ୟିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁ ରୋଧ କରି କହିଥିଲି। ଏଫିସଠା ରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠା ରେ ରହି ତୁମ୍ଭେ ସମାନଙ୍କେୁ ଭ୍ରାନ୍ତ ଶିକ୍ଷା ନ ଦବୋ ପାଇଁ ଆଦେଶ ଦଇେ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ମାସିଦୋନିଆକୁ ଯିବାବେଳେ ତୁମକୁ କହିଥିବା ଅନୁଯାୟୀ ତୁମେ ଏଫିସୀରେ ଅବସ୍ଥାନ କର। ସେଠାରେ ଯେଉଁମାନେ ଭୁଲ ଶିକ୍ଷା ସବୁ ଦେଉଛନ୍ତି, ସେମାନଙ୍କୁ ସେଥିରୁ ନିବୃତ୍ତ ହେବା ପାଇଁ ଆଦେଶ ଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ଅସତ୍ୟ ଉପଦେଶ ବିରୁଦ୍ଧରେ ସତର୍କତା ମୁଁ ଗ୍ଭହେଁ ଯେ ତୁମ୍ଭେ ଏଫିସଠାରେ ରୁହ। ମାକିଦନିଆ ଯିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁରୋଧ କରି କହିଥିଲି। ଏଫିସଠାରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠାରେ ରହି ତୁମ୍ଭେ ସେମାନଙ୍କୁ ଭ୍ରାନ୍ତ ଶିକ୍ଷା ନ ଦେବା ପାଇଁ ଆଦେଶ ଦେଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି
Odia IRV 2017 (ଓଡିଆ ବାଇବେଲ)
ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಮೆಸಿದೊನಿಯಾಕ್ ಜಾತಾನಾ ತಿಯಾ ಎಫೆಜಾತುಚ್ ರ್‍ಹಾ ಮನುನ್ ಮಿಯಾ ತುಕಾ ಮಾಗುನ್ ಘೆಟಲ್ಲೊ, ಉಲ್ಲಿ ಲೊಕಾ ಥೈ ಚುಕ್ ಶಿಕಾಪಾ ಲೊಕಾಕ್ನಿ ಶಿಕ್ವುಲ್ಯಾತ್ ತೆಂಕಾ ತೆ ಶಿಕಾಪ್ ಬಂದ್ ಕರಾ ಮನುನ್ ತಿಯಾ ಹುಕುಮ್ ದಿ.