1 Timothy 1:4 — Compare Translations
7 translations compared side by side
Odia - 1840
"ସମାନଙ୍କେୁ କୁହ ଯେ, ସମାନେେ ଅସତ୍ଯ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦଇେ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସଗେୁଡ଼ିକ ଦ୍ବାରା କବଳେ ତର୍କବିତର୍କ ହୁଏ। ସଗେୁଡ଼ିକ ପରମେଶ୍ବରଙ୍କ କାମ ପାଇଁ ସାହାୟ୍ଯ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ଵାସ ସମ୍ଵନ୍ଧୀୟ ଈଶ୍ଵରଙ୍କ ବିଧାନର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କାଳ୍ପନିକ ଗଳ୍ପ ଓ ପୂର୍ବପୁରୁଷମାନଙ୍କର ଦୀର୍ଘ ବଂଶାବଳୀ ତିଆରି କରିବାରେ ଲାଗିଛନ୍ତି। ସେ ସବୁ ଛାଡ଼ିବାକୁ ସେମାନଙ୍କୁ ଶିକ୍ଷା ଦିଅ, କାରଣ ତାହା କେବଳ ଅନର୍ଥକ ବାକ୍ବିତଣ୍ଡା ସୃଷ୍ଟି କରେ। ଯେଉଁ ସରଳ ବିଶ୍ୱାସରେ ଈଶ୍ୱରଙ୍କ ଇଚ୍ଛା ଜାଣି ହୁଏ, ଏ ସବୁ ତାକୁ ବାଧା ଦିଏ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ କୁହ ଯେ, ସେମାନେ ଅସତ୍ୟ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦେଇ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସେଗୁଡ଼ିକ ଦ୍ୱାରା କେବଳ ତର୍କବିତର୍କ ହୁଏ। ସେଗୁଡ଼ିକ ପରମେଶ୍ୱରଙ୍କ କାମ ପାଇଁ ସାହାଯ୍ୟ କରେ ନାହିଁ। କେବଳ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ କାମ ସାଧନ ହୋଇଥାଏ। ଏହି ଆଦେଶର ଲକ୍ଷ୍ୟ ଯେ, ଲୋକମାନେ ପ୍ରେମ ଗ୍ରହଣ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଈଶ୍ବରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ।
Odia IRV 2017 (ଓଡିଆ ବାଇବେଲ)
କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହି ସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଈଶ୍ୱରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಚಿಂತುನ್ ಘೆತಲಿ ಅನಿ ತುಮ್ಚ್ಯಾ ಪುರ್ವಜಾಂಚಿ ನಾವಾ ಹೊತ್ತಿ ಪಟ್ಟಿ ಹೆ ಸಗ್ಳೆ ಪಾಯ್ದ್ಯಾಕ್ ಪಡಿ ನಸಲ್ಲೊ ವಾದ್-ವಿವಾದ್ ಉಟಿ ಸಾರ್ಕೆ ಕರ್ತಾ. ತೆನಿ ವಿಶ್ವಾಸಾ ವರ್ತಿ ಠೆಕುನ್ ಹೊತ್ತ್ಯಾ ದೆವಾಚ್ಯಾ ಯವ್ಜನಿ ಸರ್ಕೆ ಕರಿನಾ ಹೊಲ್ಯಾತ್.ಮನುನ್ ತೆಂಕಾ ಸಾಂಗ್.