1 Timothy 1:5 — Compare Translations

7 translations compared side by side

Odia - 1840
"ଏହି ପ୍ ରମେ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ଯକ ଓ ସମାନେେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସମାନଙ୍କେ ସତ୍ଯ ବିଶ୍ବାସ ତାହାଙ୍କଠା ରେ ଥିବା ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,
Odia BSI (ପବିତ୍ର ବାଇବଲ (CL) NT (BSI))
ଶୁଚି ହୃଦୟ, ନିର୍ମଳ ବିବେକ ଓ ପ୍ରକୃତ ବିଶ୍ୱାସରୁ ଯେଉଁ ପ୍ରେମ ଜାତ ହୁଏ, ତାକୁ ଜାଗ୍ରତ କରାଇବା ପାଇଁ ଆଜି ମୁଁ ଏହି ଆଦେଶ ଦେଉଛି।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରେମ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ୟକ ଓ ସେମାନେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସେମାନଙ୍କ ସତ୍ୟ ବିଶ୍ୱାସ ତାହାଙ୍କଠାରେ ଥିବା ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಕರಾರಾಚ್ಯಾ ನೆಮಾಚೊ ಉದ್ದೆಶ್ ಪ್ರೆಮ್ ಹೊವ್ನ್ ಹಾಯ್. ಹೆ, ಎಕ್ ಪವಿತ್ರ್ ಭುತ್ತುರ್‍ಲ್ಯಾ ಮನಾಕ್, ಬರಿ ಬುದ್ದ್ ಅನಿ ವಿಶ್ವಾಸ್ ಯೆತಾ.