1 Timothy 1:6 — Compare Translations

7 translations compared side by side

Odia - 1840
"କେତେ ଲୋକ ଏହି ବିଷୟଗୁଡ଼ିକ ପ୍ରତି ଧ୍ଯାନ ନ ଦଇେ, ପଥଭ୍ରଷ୍ଟ ହାଇେଛନ୍ତି। ସମାନେେ ଏବେ ମୂଲ୍ଯହୀନ କଥାଗୁଡ଼ିକ କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଧର୍ମଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏ ସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ଏହି ମୁଖ୍ୟ ବିଷୟଗୁଡ଼ିକୁ ଭୁଲିଯାଇ ବୃଥା ଯୁକ୍ତି ତର୍କରେ ପଥଚ୍ୟୁତ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କେତେ ଲୋକ ଏହି ବିଷୟ ଗୁଡ଼ିକ ପ୍ରତି ଧ୍ୟାନ ନ ଦେଇ, ପଥଭ୍ରଷ୍ଟ ହୋଇଛନ୍ତି। ସେମାନେ ଏବେ ମୂଲ୍ୟହୀନ କଥାଗୁଡ଼ିକ କୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଧର୍ମ ଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ତାହା ମୋଶାଙ୍କ ବ୍ୟବସ୍ଥାର ଉଦ୍ଦେଶ୍ୟ ଅଟେ; କେହି କେହି ଏସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲಿ ಲೊಕಾ ಹ್ಯಾ ವಿಶಯಾತ್ನಿ ವಾಟ್ ಚುಕಲೆ ಹೊವ್ನ್ ಹಾತ್ ಅನಿ ಪಿಸೆಪಾನಾಚ್ಯಾ ವಾದ್ ವಿವಾದಾತ್ನಿ ಜಾವ್ನ್ ಗಾವುನ್ ಪಡ್ಲಾತ್.