1 Timothy 1:7 — Compare Translations

7 translations compared side by side

Odia - 1840
"ସହେି ଲୋକମାନେ ବ୍ଯବସ୍ଥାର292 ଶିକ୍ଷାଦାତା ହବୋକୁ ଚାହାଁନ୍ତି। କିନ୍ତୁ ସମାନେେ କ'ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସମାନେେ ଯେଉଁ ବିଷୟଗୁଡ଼ିକୁ ନିଶ୍ଚତ ଭାବେ ଜାଣିବା ଭଳି ଜାରେ ଦଇେ କହୁଛନ୍ତି, ସହେି ଶିକ୍ଷାଗୁଡ଼ିକୁ ସମାନେେ ନିଜେ ମଧ୍ଯ ବୁଝି ନ ଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବ୍ୟବସ୍ଥାର ଅଧ୍ୟାପକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଗୁରୁ ହୋଇ ଈଶ୍ୱରଙ୍କ ବିଧି ବ୍ୟବସ୍ଥାର ବ୍ୟାଖ୍ୟା କରିବାକୁ ସେମାନେ ଲାଳାୟିତ, କିନ୍ତୁ ନିଜ ବ୍ୟାଖ୍ୟାର ତାତ୍ପର୍ଯ୍ୟ ସେମାନେ ବୁଝନ୍ତି ନାହିଁ; ଯେଉଁ ସବୁ ବିଷୟରେ ନିଶ୍ଚିତ ଭାବରେ ନିଜ ମତ ପ୍ରକାଶ କରନ୍ତି, ତାହା ପ୍ରକୃତରେ କ’ଣ, ସେମାନେ ଜାଣନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ବ୍ୟବସ୍ଥାର ଶିକ୍ଷାଦାତା ହେବାକୁ ଗ୍ଭହାନ୍ତି। କିନ୍ତୁ ସେମାନେ କ’ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସେମାନେ ଯେଉଁ ବିଷୟ ଗୁଡ଼ିକୁ ନିଶ୍ଚିତ ଭାବେ ଜାଣିବା ଭଳି ଜୋର୍ ଦେଇ କହୁଛନ୍ତି, ସେହି ଶିକ୍ଷାଗୁଡ଼ିକୁ ସେମାନେ ନିଜେ ମଧ୍ୟ ବୁଝି ନ ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾ ದೆವಾಚ್ಯಾ ನೆಮಾಂಚಿ ಮಾಸ್ತರಾ ಹೊತಲಿ ಆಶಾ ಹಾಯ್ ಅನಿ ತೆನಿ ಮಾಸ್ತರಾ ಹೊವ್ಕ್ ಬಿ ಬಗ್ತ್ಯಾತ್, ಖರೆ ತೆನಿ ಅಪ್ನಿ ಗೊಸ್ಟಿಯಾ ಅಪ್ನಿಚ್ ಸಮ್ಜುನ್ ಘೆಯ್‌ನ್ಯಾತ್, ನಾ ತರ್ ಖಲ್ಯಾ ವಿಶಯಾಸಾಟ್ನಿ ತೆನಿ ಮೊಟ್ಯಾ ವಿಶ್ವಾಸಾನ್ ಸಾಂಗುನ್ ಘೆತಾತ್ ತೆ ಬಿ ತೆನಿ ಸಮ್ಜುನ್ ಘೆಯ್‌ನ್ಯಾತ್.