1 Timothy 1:9 — Compare Translations

7 translations compared side by side

Odia - 1840
"ଆମ୍ଭେ ଏହା ମଧ୍ଯ ଜାଣିଛୁ ଯେ, ଭଲ ଲୋକଙ୍କ ଲାଗି ବ୍ଯବସ୍ଥାର ଆବଶ୍ଯକତା ନାହିଁ। ଯେଉଁ ଲୋକମାନେ ବ୍ଯବସ୍ଥା ବିରୋଧୀ ଓ ଆଜ୍ଞାଧୀନ ନୁହଁନ୍ତି, ସହେିମାନଙ୍କ ଲାଗି ବ୍ଯବସ୍ଥା ନିର୍ମିତ ହାଇେଛି। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ ଏବଂ ପାପୀ, ଅପବିତ୍ର, ଧର୍ମବିହୀନ, ମାତାପିତାଙ୍କ ହତ୍ଯାକାରୀ ତଥା ନରହତ୍ଯାକାରୀ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ, ପୁଣି ହିତଜନକ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ସ୍ଥାପିତ ହୋଇଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମନେ ରଖିବାକୁ ହେବ, ଏହି ବ୍ୟବସ୍ଥା ଧାର୍ମିକ ଲୋକମାନଙ୍କ ପାଇଁ ହୋଇ ନାହିଁ। ନିୟମଭଙ୍ଗକାରୀ ଅଧାର୍ମିକମାନଙ୍କ ପାଇଁ ତାହା ତିଆରି ହୋଇଛି। ଯେଉଁମାନେ ସ୍ୱେଚ୍ଛାଚାରୀ, ଯେଉଁମାନଙ୍କର ଈଶ୍ୱର ଭୟ ନାହିଁ, ଯେଉଁମାନେ ପାପ ଅପକର୍ମରେ ଆସକ୍ତ, ଯେଉଁମାନଙ୍କର ଧର୍ମଭାବ ଓ ଅଧ୍ୟାତ୍ମବୋଧ ନାହିଁ, ଯେଉଁମାନେ ପିତାମାତାଙ୍କୁ ହତ୍ୟା କରିବାକୁ କୁଣ୍ଠିତ ନୁହଁନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏହା ମଧ୍ୟ ଜାଣିଛୁ ଯେ, ଭଲ ଲୋକଙ୍କ ଲାଗି ବ୍ୟବସ୍ଥାର ଆବଶ୍ୟକତା ନାହିଁ। ଯେଉଁ ଲୋକମାନେ ବ୍ୟବସ୍ଥା ବିରୋଧୀ ଓ ଆଜ୍ଞାଧୀନ ନୁହନ୍ତି, ସେହିମାନଙ୍କ ଲାଗି ବ୍ୟବସ୍ଥା ନିର୍ମିତ ହୋଇଛି। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଏବଂ ପାପୀ, ଅପବିତ୍ର, ଧର୍ମବିହୀନ, ପିତାମାତାଙ୍କ ହତ୍ୟାକାରୀ ତଥା ନରହତ୍ୟାକାରୀ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,
Odia IRV 2017 (ଓଡିଆ ବାଇବେଲ)
ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಖರೆಬಿ ಯಾದ್ ಥವ್ನ್ ಘೆವ್ಚೆ, ನಿಯಾಮಾ ಬರ್‍ಯಾ ಲೊಕಾಂಚ್ಯಾ ಸಾಟ್ನಿ ನ್ಹಯ್, ಜೆ ಕೊನ್ ನಿಯಾಮಾ ಮೊಡ್ತಾ ತೆಚೆಸಾಟ್ನಿ ಅನಿ ಚುಕ್ ಕರಲ್ಲ್ಯಾಂಚ್ಯಾ ಸಾಟ್ನಿ, ದೆವಸ್ಪಾನ್ ನಸಲ್ಲ್ಯಾಂಚ್ಯಾಸಾಟ್ನಿ ಅನಿ ಪಾಪಾತ್ ಹೊತ್ತ್ಯಾಂಚ್ಯಾಸಾಟ್ನಿ, ಜೆ ಕೊನ್ ಅಶುದ್ದ್ ರ್‍ಹಾತಾ ತೆಂಚ್ಯಾಸಾಟ್ನಿ, ಅಪ್ನಾಚ್ಯಾ ಬಾಯ್ಚೊ ನಾ ತರ್ ಬಾಬಾಚೊ ಜಿವ್ ಕಾಡ್ತಲ್ಯಾಂಚ್ಯಾಸಾಟಿ, ಜೆ ಕೊನ್ ಲೊಕಾಕ್ನಿ ಜಿವಾನಿ ಮಾರ್‍ತ್ಯಾತ್ ತೆಂಚೆಸಾಟ್ನಿ,