1 Timothy 2:1 — Compare Translations
7 translations compared side by side
Odia - 1840
"ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ବରଙ୍କୁ କୁହ। ଲୋକମାନଙ୍କର ଆବଶ୍ଯକତା ପାଇଁ ତାହାଙ୍କୁ କୁହ ଓ ଧନ୍ଯବାଦ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ଵର-ପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ନିର୍ବିଘ୍ନତାରେ ଜୀବନ ଯାପନ କରି ପାରୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ସମ୍ପର୍କରେ ମୋର ପ୍ରଥମ ଅନୁରୋଧ, ଉପାସନା କରିବା ବେଳେ, ଦେଶର ଅଧିପତି,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଗ୍ଭହାନ୍ତି ଆମେ ପ୍ରତେକଙ୍କ ପାଇଁ ପ୍ରାର୍ଥନା କରୁ ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ୱରଙ୍କୁ କୁହ। ଲୋକମାନଙ୍କର ଆବଶ୍ୟକତା ପାଇଁ ତାହାଙ୍କୁ କୁହ ଓ ଧନ୍ୟବାଦ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ୱରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾಂಚ್ಯಾಸಾಟ್ನಿ ದೆವಾನ್ ಧನ್ಯವಾದ್ ದಿಲಾ. ಮನುನ್ ಮಿಯಾ ಸಗ್ಳ್ಯಾನ್ ಅದ್ದಿ ತುಮ್ಚ್ಯಾಕ್ಡೆ ಮಾಗುನ್ ಘೆತಾ.