1 Timothy 2:10 — Compare Translations

7 translations compared side by side

Odia - 1840
"ଭଲ କାମ କରିବା ଦ୍ବାରା ନିଜକୁ ସୁନ୍ଦର ଭାବେ ସୁଶାେଭିତ କରନ୍ତୁ। ପରମେଶ୍ବରଙ୍କ ଉପାସନା କରୁଛୁ ବୋଲି କହୁଥିବା ସ୍ତ୍ରୀଲୋକେ ନିଜକୁ ଏହି ରୂପରେ ସୁନ୍ଦର ଭାବେ ସଜାଇବା ଆବଶ୍ଯକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ସତ୍କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସତ୍କର୍ମ ଦ୍ୱାରା ନିଜର ଧର୍ମପରାୟଣତାର ପରିଚୟ ଦିଅନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଭଲ କାମ କରିବା ଦ୍ୱାରା ନିଜକୁ ସୁନ୍ଦର ଭାବେ ସୁଶୋଭିତ କରନ୍ତୁ। ପରମେଶ୍ୱରଙ୍କ ଉପାସନା କରୁଛୁ ବୋଲି କହୁଥିବା ସ୍ତ୍ରୀଲୋକେ ନିଜକୁ ଏହିରୂପରେ ସୁନ୍ଦର ଭାବେ ସଜାଇବା ଆବଶ୍ୟକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಸ್ಪಾನ್ ದಿಸ್ತಲೆ ಬರೆ ಕಪ್ಡೆ ಖರ್ಯಾಪಾನಾನ್ ಎಕ್ ಬಾಯ್ಕೊಮನ್ಸಿನ್ ನೆಸ್ತಲೆ ತವ್ಡೆ ನೆಸ್ಲ್ಯಾರ್ ಫಿರೆ.