1 Timothy 2:11 — Compare Translations

7 translations compared side by side

Odia - 1840
"ଜଣେ ସ୍ତ୍ରୀଲୋକ ନୀରବ ଭାବରେ ଶୁଣି ଶିକ୍ଷା ଗ୍ରହଣ କରୁ ଓ ତାହାର ବାଧ୍ଯ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ଵୀକାର କରି ମୌନ ଭାବରେ ଶିକ୍ଷା ଗ୍ରହଣ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନାରୀମାନେ ନୀରବରେ ନମ୍ର ଭାବରେ ଶିକ୍ଷା କରିବା ଉଚିତ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ସ୍ତ୍ରୀଲୋକ ନୀରବ ଭାବରେ ଶୁଣି ଶିକ୍ଷା ଗ୍ରହଣ କରୁ ଓ ତାହାର ବାଧ୍ୟ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନୀରବରେ ଶିକ୍ଷା ଗ୍ରହଣ କରୁ।
Odia IRV 2017 (ଓଡିଆ ବାଇବେଲ)
ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନିରବରେ ଶିକ୍ଷା ଗ୍ରହଣ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಯ್ಕೊಮನ್ಸಾನಿ ಗಪ್‍ ರ್‍ಹಾವ್ನ್ ಖಾಲ್ತಿ ಹೊವ್ನ್ ಸಗ್ಳೆ ಸಿಕುಚೆ.