1 Timothy 2:12 — Compare Translations

7 translations compared side by side

Odia - 1840
"ଜଣେ ସ୍ତ୍ରୀ ଜଣେ ପୁରୁଷକୁ ଉପଦେଶ ଦବୋ ପାଇଁ ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଜଣେ ପୁରୁଷ ଉପରେ କତ୍ତୃର୍ତ୍ବ କରୁ, ଏହା ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଲୋକ ନୀରବ ହାଇେ ରହିବା ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ମୌନ ରହୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଉପଦେଶ ଦେବା କିମ୍ବା ପୁରୁଷ ଉପରେ କର୍ତ୍ତୃତ୍ୱ କରିବା ଅଧିକାର ମୁଁ ନାରୀମାନଙ୍କୁ ଦିଏ ନାହିଁ। ସେମାନେ ନୀରବ ରହନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ସ୍ତ୍ରୀ ଜଣେ ପୁରୁଷକୁ ଉପଦେଶ ଦେବା ପାଇଁ ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଜଣେ ପୁରୁଷ ଉପରେ କର୍ତ୍ତୃତ୍ୱ କରୁ, ଏହା ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀଲୋକ ନୀରବ ହୋଇ ରହିବା ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନୀରବରେ ରହୁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନିରବରେ ରହୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಘೊಮಾನ್ಸಾಂಚ್ಯಾ ವರ್‍ತಿ ಅದಿಕಾರ್ ಚಾಲ್ವುಕ್ ಅನಿ ತೆಂಕಾ ಶಿಕ್ವುಕ್ ಮಿಯಾ ಬಾಯ್ಕೊಮನ್ಸಾಕ್ನಿ ಅವಕಾಸ್ ದಿ ನಾ; ತೆನಿ ಗಪ್ ರ್‍ಹಾವ್ಚೆ.