1 Timothy 2:14 — Compare Translations

7 translations compared side by side

Odia - 1840
"ଆହୁରି ଶୟତାନ ପ୍ରଥମେ ଆଦମକୁ ପ୍ରତାରଣା କରି ନ ଥିଲା। ହବା ପ୍ରତାରିତ ହାଇେଥିଲା। ଏବଂ ସେ ଜଣେ ପାପିନୀ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ପ୍ରଥମେ ଆଦମ ପ୍ରତାରିତ ହୋଇ ନ ଥିଲେ - ନାରୀ ହିଁ ପ୍ରତାରିତ ହୋଇ ଈଶ୍ୱରଙ୍କ ଆଜ୍ଞା ଲଂଘନ କରିଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ଶୟତାନ ପ୍ରଥମେ ଆଦମକୁ ପ୍ରତାରଣା କରି ନ ଥିଲା। ହବା ପ୍ରତାରିତ ହୋଇଥିଲା। ଏବଂ ସେ ଜଣେ ପାପିନୀ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ ଆଦମ ଠକରେ ପଡ଼ି ନ ଥିଲେ, ମାତ୍ର ନାରୀ ଠକରେ ପଡ଼ି ଆଜ୍ଞା ନ ମାନିବା ଦୋଷରେ ଦୋଷୀ ହେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆದಾಮ್ ಮೊಸಾತ್ ಪಡುಕ್ನಾ, ಬಾಯ್ಕೊಮನುಸ್ ಮೊಸಾತ್ ಪಡ್ಲಿ ಅನಿ ದೆವಾಚಿ ಗೊಸ್ಟ್ ತಿನಿ ಮೊಡ್ಲಿನ್.