1 Timothy 2:3 — Compare Translations

7 translations compared side by side

Odia - 1840
"ଏହା ଉତ୍ତମ ଓ ଏହା ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ପ୍ରକାର ପ୍ରାର୍ଥନା ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ ଓ ଗ୍ରହଣଯୋଗ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଉତ୍ତମ ଓ ଏହା ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;
Odia IRV 2017 (ଓଡିଆ ବାଇବେଲ)
ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಬರೆ, ಅನಿ ಅಮ್ಚಿ ರಾಕನ್ ಕರ್‍ತಲ್ಲ್ಯಾ ದೆವಾಚ್ಯಾ ಮನಾಕ್ ಬರೆ ದಿಸ್ತಾ.