1 Timothy 2:4 — Compare Translations
7 translations compared side by side
Odia - 1840
"ପରମେଶ୍ବର ଚାହାଁନ୍ତି ଯେ ସମସ୍ତେ ଉଦ୍ଧାର ପାଆନ୍ତୁ ଓ ସତ୍ଯକୁ ଜାଣନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ସମ୍ଵନ୍ଧରେ ଜ୍ଞାନ ପ୍ରାପ୍ତ ହୁଅନ୍ତି, ଏହା ସେ ଇଚ୍ଛା କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତେ ପାପରୁ ଉଦ୍ଧାର ପାଇ ସତ୍ୟ ଉପଲବ୍ଧି କରନ୍ତୁ, ଏହା ତାଙ୍କର ଇଚ୍ଛା।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଗ୍ଭହାନ୍ତି ଯେ ସମସ୍ତେ ଉଦ୍ଧାର ପାଆନ୍ତୁ ଓ ସତ୍ୟକୁ ଜାଣନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಸಗ್ಳ್ಯಾಕ್ನಿ ಸುಟ್ಕಾ ಹೊವ್ಚೆ ಅನಿ ಸಗ್ಳ್ಯಾನಿ ಖರೆ ಶಾನ್ಪಾನ್ ಕಳ್ವುನ್ ಘೆವ್ಚೆ ಮನುನ್ ಆಶಾ ಕರ್ತಾ.