1 Timothy 2:5 — Compare Translations

7 translations compared side by side

Odia - 1840
"କବଳେ ଜଣେ ମାତ୍ର ପରମେଶ୍ବର ଅଛନ୍ତି। ମଣିଷ ପାଇଁ ପରମେଶ୍ବରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ଯସ୍ଥ ଅଛନ୍ତି। ସହେି ମଧ୍ଯସ୍ଥ ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏକମାତ୍ର ଈଶ୍ଵର ଅଛନ୍ତି, ଆଉ ଈଶ୍ଵର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଅଦ୍ୱିତୀୟ ଏବଂ ମନୁଷ୍ୟକୁ ଈଶ୍ୱରଙ୍କ ସହିତ ସମ୍ମିଳିତ କରାଇବା ପାଇଁ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି - ସେ ହେଉଛନ୍ତି ଖ୍ରୀଷ୍ଟ ଯୀଶୁ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। ମଣିଷ ପାଇଁ ପରମେଶ୍ୱରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି। ସେହି ମଧ୍ୟସ୍ଥ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
Odia IRV 2017 (ଓଡିଆ ବାଇବେଲ)
କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ಲೊಚ್ ದೆವ್ ಹಾಯ್, ಅನಿ ಮಾನ್ಸಾಕ್ನಿ, ಅನಿ ದೆವಾಕ್ ಎಕ್‍ಕ್ಡೆ ಕರ್‍ತಲೊ ತೊ ಮಾನುಸ್ ಎಕ್ಲೊಚ್ ತೊಚ್ ಕ್ರಿಸ್ತ್ ಜೆಜು,