1 Timothy 2:6 — Compare Translations

7 translations compared side by side

Odia - 1840
"ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରି ଦଇେଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ବର ସମସ୍ତ ଲୋକଙ୍କର ଉଦ୍ଧାର ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣାକୁ ଦାନ କରି ଯଥା ସମୟରେସେଥିର ସାକ୍ଷ୍ୟ ଦେଇ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ମାନବର ମୁକ୍ତି ନିମନ୍ତେ ନିଜକୁ ଉତ୍ସର୍ଗ କରିଛନ୍ତି - ଏଥିଦ୍ୱାରା ଯଥା ସମୟରେ ପ୍ରମାଣିତ ହୋଇଅଛି ଯେ, ଈଶ୍ୱର ପ୍ରତ୍ୟେକ ମାନବକୁ ପରିତ୍ରାଣ କରିବାକୁ ଇଚ୍ଛା କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରିଦେଇଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ୱର ସମସ୍ତ ଲୋକଙ୍କର ଉଦ୍ଧାର ଗ୍ଭହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಪುರಾ ಮಾನ್ಸಾಂಚೊ ಕುಲ್ ರಾಕ್ವನ್ ಕರುಕ್ ಸಾಟ್ನಿ ಅಪ್ನಾಕುಚ್ ಅಪ್ನಿ ಒಪ್ಪುನ್ ದಿಲ್ಯಾನ್ ಅನಿ ದೆವ್ ಸಗ್ಳ್ಯಾಕ್ನಿ ರಾಕ್ವನ್ ಕರುಕ್ ಆಶ್ಯಾ ಕರ್‍ತಾ ಹೆ ಸಮಾ ಎಳಾರ್ ದಿಲ್ಲೊ ಕಾರನ್ ಹೊಲ್ಲೊ,