1 Timothy 2:7 — Compare Translations
7 translations compared side by side
Odia - 1840
"ସେ ଠିକ୍ ସମୟରେ ଆସିଥିଲେ। ସେଥିପାଇଁ ସୁସମାଚାର କହିବା ପାଇଁ ମୁଁ ମନୋନୀତ ହାଇେଥିଲି। ମୁଁ ପ୍ ରରେିତ ରୂପେ ମଧ୍ଯ ସେଥିପାଇଁ ମନୋନୀତ ହାଇେଥିଲି। ମୁଁ ମିଛ କହୁ ନାହିଁ, ମୁଁ ସତ୍ଯ କହୁଛି। ମୁଁ ଅଣଯିହୂଦୀମାନଙ୍କର ଶିକ୍ଷକ ହବୋ ପାଇଁ ମନୋନୀତ ହାଇେଥିଲି। ବିଶ୍ବାସ କରିବା ଓ ସତ୍ଯକୁ ଜାଣିବା ପାଇଁ ମୁଁ ସମାନଙ୍କେୁ ଶିକ୍ଷା ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିସକାଶେ ମୁଁ ଜଣେ ପ୍ରଚାରକ, ପ୍ରେରିତ, ପୁଣି ବିଶ୍ଵାସ ଓ ସତ୍ୟ ସମ୍ଵନ୍ଧରେ ବିଜାତିମାନଙ୍କର ଜଣେ ଶିକ୍ଷକ ସ୍ଵରୂପେ ନିଯୁକ୍ତ ହେଲି, ମୁଁ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସତ୍ୟ ଓ ବିଶ୍ୱାସର ବାର୍ତ୍ତା ଅନ୍ୟାନ୍ୟ ଜାତି ନିକଟରେ ଘୋଷଣା କରିବା ପାଇଁ ମୁଁ ଜଣେ ଶିଷ୍ୟ ଓ ଗୁରୁ ରୂପେ ପ୍ରେରିତ ହୋଇଛି। ମୁଁ ମିଥ୍ୟା କହୁ ନାହିଁ - ଯାହା କହୁଛି, ତାହା ସବୁ ନିରାଟ ସତ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଠିକ୍ ସମୟରେ ଆସିଥିଲେ। ସେଥିପାଇଁ ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହୋଇଥିଲି। ମୁଁ ପ୍ରେରିତ ରୂପେ ମଧ୍ୟ ସେଥିପାଇଁ ମନୋନୀତ ହୋଇଥିଲି। ମୁଁ ମିଛ କହୁ ନାହିଁ, ମୁଁ ସତ୍ୟ କହୁଛି। ମୁଁ ଅଣଯିହୂଦୀମାନଙ୍କର ଶିକ୍ଷକ ହେବା ପାଇଁ ମନୋନୀତ ହୋଇଥିଲି। ବିଶ୍ୱାସ କରିବା ଓ ସତ୍ୟକୁ ଜାଣିବା ପାଇଁ ମୁଁ ସେମାନଙ୍କୁ ଶିକ୍ଷା ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಹೆಚ್ಯಾಚ್ ಸಾಟ್ನಿ ವಿಶ್ವಾಸಾಚಿ ಬರಿ ಖಬರ್ ಅನಿ ಖರೆಪಾನಾಚ್ಯಾ ವಿಶಯಾತ್ ಸಾಂಗುಕ್ ಮನುನ್ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಂಚ್ಯಾ ಮದ್ದಿ ತೆಂಕಾ ಸಿಕ್ವುತಲೊ ಅನಿ ಎಕ್ ಅಪೊಸ್ತಲ್ ಕರುನ್ ಮಾಕಾ ಧಾಡಲ್ಲೆ ಹಾಯ್. ಮಿಯಾ ಝುಟೆ ಸಾಂಗಿನಾ ಹೊಲಾ; ಜೆ ಕಾಯ್ ಖರೆ ಹಾಯ್ ತೆಚ್ ಮಿಯಾ ಸಾಂಗುಕ್ ಲಾಗ್ಲಾ!