1 Timothy 2:8 — Compare Translations

7 translations compared side by side

Odia - 1840
"ମୁଁ ଚା ହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉେଠଇବେ, ସମାନେେ ପବିତ୍ର ହାଇେଥିବା ଆବଶ୍ଯକ। ସମାନେେ ରାଗି ୟିବା ଉଚିତ୍ ନୁହେଁ ଓ ୟୁକ୍ତିତର୍କ ରେ ପ୍ରବୃତ୍ତ ହବୋ ଉଚିତ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଉପାସନାରେ ଈଶ୍ୱର ପରାୟଣ ବ୍ୟକ୍ତିମାନେ ହସ୍ତ ଉତ୍ତୋଳନ କରି ପ୍ରାର୍ଥନା କରିବା ବେଳେ ମନରୁ ସବୁ ପ୍ରକାର କ୍ରୋଧ ଓ ବିଦ୍ୱେଷ ଭାବ ବର୍ଜ୍ଜନ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ପୁରୁଷ ଏବଂ ସ୍ତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଶିକ୍ଷାଦାନ ମୁଁ ଗ୍ଭହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉଠେଇବେ, ସେମାନେ ପବିତ୍ର ହୋଇଥିବା ଆବଶ୍ୟକ। ସେମାନେ ରାଗି ଯିବା ଉଚିତ୍ ନୁହେଁ ଓ ଯୁକ୍ତିତର୍କରେ ପ୍ରବୃତ୍ତ ହେବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಜಾಗ್ಯಾರ್ ಮಾಗ್ನ್ಯಾಚ್ಯಾ ಎಳಾರ್, ದೆವಾಕುಚ್ ಒಪ್ಸುನ್ ದಿಲ್ಲಿ ಘೊಮನ್ಸಾ ವಾದ್, ರಾಗ್ ನಸ್ತಾನಾ, ಅಪ್ನಾಚಿ ಪವಿತ್ರ್ ಹಾತಾ ವೈರ್ ಉಕ್ಲುನ್ ಮಾಗ್ನೆ ಕರುಚೆ.