1 Timothy 2:9 — Compare Translations
7 translations compared side by side
Odia - 1840
"ମୁଁ ଏହା ମଧ୍ଯ ଚା ହେଁ ଯେ ସ୍ତ୍ରୀ ଲୋକମାନେ ଏପରି ପୋଷାକ ପିନ୍ଧନ୍ତୁ, ଯାହା ସମାନଙ୍କେ ପାଇଁ ଉପୟୁକ୍ତ। ଉତ୍ତମ ମନୋଭାବ ସହିତ ସମ୍ମାନନୀୟ ଭାବରେ ନିଜକୁ ସଜାନ୍ତୁ। ନିଜକୁ ସୁନ୍ଦର ଦଖାଇବୋ ଲାଗି ବେଶୀ ବାନ୍ଧନ୍ତୁ ନାହିଁ, ସୁନା, ରତ୍ନ ଓ ଦାମିକା ଲୁଗାର ବ୍ଯବହାର କରନ୍ତୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପ୍ରକାରେ ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁବର୍ଣ୍ଣ କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ସୁବୁଦ୍ଧି ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି ପ୍ର.ପିତ. ୩:୩
Odia BSI (ପବିତ୍ର ବାଇବଲ (CL) NT (BSI))
ନାରୀମାନଙ୍କୁ ମୋର ଅନୁରୋଧ, ସେମାନେ ବିନୀତ ଓ ସଂଯତ ହୁଅନ୍ତୁ। ମୂଲ୍ୟବାନ ପରିଚ୍ଛଦ, କୃତ୍ରିମ କେଶ ବିନ୍ୟାସ ଓ ସ୍ୱର୍ଣ୍ଣରତ୍ନାଳଙ୍କାରରେ ନିଜକୁ ମଣ୍ଡିତ ନ କରି,
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହା ମଧ୍ୟ ଗ୍ଭହେଁ ଯେ ସ୍ତ୍ରୀଲୋକମାନେ ଏପରି ପୋଷାକ ପିନ୍ଧନ୍ତୁ, ଯାହା ସେମାନଙ୍କ ପାଇଁ ଉପଯୁକ୍ତ। ଉତ୍ତମ ମନୋଭାବ ସହିତ ସମ୍ମାନନୀୟ ଭାବରେ ନିଜକୁ ସଜାନ୍ତୁ। ନିଜକୁ ସୁନ୍ଦର ଦେଖାଇବା ଲାଗି ବେଣୀ ବାନ୍ଧନ୍ତୁ ନାହିଁ, ସୁନା, ରତ୍ନ ଓ ଦାମିକା ଲୁଗାର ବ୍ୟବହାର କରନ୍ତୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି
Odia IRV 2017 (ଓଡିଆ ବାଇବେଲ)
ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಬಾಯ್ಕೊಮನ್ಸಾನಿ ಮರ್ಯಾದಿಚೆ ಅನಿ ಶಿಸ್ತ್ ದಿಸ್ತಲೆ ಕಪ್ಡೆ ನೆಸುಚೆ ಮನ್ತಲಿ ಮಾಜಿ ಆಶಾ, ಅನಿ ಕೆಸಾಕ್ನಿ ಲೈ ಶಿಂಗಾರ್ ಕರುನ್ ಘೆವ್ಕ್ ಸಾಟ್ನಿ ಲೈ ಸೊನ್ಯಾಚಿ ವಸ್ತಾ ನೆಸುನ್, ಮೊತಿಚಿ ವಸ್ತಾ ನೆಸುನ್, ಮ್ಹಾಗ್ರೆ ಕಪ್ಡೆ ನೆಸುಚೆ ಮನುನ್ ನ್ಹಯ್,