1 Timothy 3:10 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ପ୍ରଥମେ ସମାନଙ୍କେୁ ପରୀକ୍ଷା କରିବ। ଯଦି ସମାନଙ୍କେ ଭିତ ରେ କୌଣସି ଦୁଗୁର୍ଣ ନାହିଁ, ତା ହେଲେ ସମାନେେ ବିଶଷେ ସବେକ ଭାବେ ସବୋ କରି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି ନିର୍ଦ୍ଦୋଷ ଦେଖାଗଲେ, ସେବକ ପଦରେ ନିଯୁକ୍ତ ହେଉନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଣ୍ଡଳୀର କାର୍ଯ୍ୟ କରିବାକୁ ଅଧିକାର ପାଇବା ପୂର୍ବରୁ ସେମାନଙ୍କୁ ମଧ୍ୟ ପରୀକ୍ଷା କରାଯାଉ। ଏହି ପରୀକ୍ଷାରେ ଉପଯୁକ୍ତ ବିବେଚିତ ହେଲେ ଯାଇ ସେମାନେ କାର୍ଯ୍ୟରେ ନିଯୁକ୍ତି ପାଆନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପ୍ରଥମେ ସେମାନଙ୍କୁ ପରୀକ୍ଷା କରିବ। ଯଦି ସେମାନଙ୍କ ଭିତରେ କୌଣସି ଦୁର୍ଗୁଣ ନାହିଁ, ତା’ହେଲେ ସେମାନେ ବିଶେଷ ସେବକ ଭାବେ ସେବା କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ନିର୍ଦ୍ଦୋଷ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ଦୋଷ ନ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ದಿ ತೆಂಚಿ ಪರಿಕ್ಷಾ ಕರುಚೆ, ತೆನಿ ಕಸ್ಲ್ಯಾಬಿ ಚುಕೆತ್ ನಸಲೆ ಹೊಲ್ಯಾರ್ ತೆಂಕಾ ಸೆವಾ ಕರ್ತಲ್ಯಾ ಕಾಮಾಕ್ ನೆಮ್ಸುಚೆ.