1 Timothy 3:12 — Compare Translations

6 translations compared side by side

Odia - 1840
"ଯେଉଁମାନେ ବିଶଷେ ସବେକ ହବେେ, ସମାନଙ୍କେର କବଳେ ଗୋଟିଏ ପତ୍ନୀ ଥିବ। ସମାନେେ ନିଜ ସନ୍ତାନସନ୍ତତି ଓ ପରିବାରକୁ ଭଲ ନତେୃତ୍ବ ଦଇପୋରୁଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେବକମାନେ ଏକ ଏକ ସ୍ତ୍ରୀର ସ୍ଵାମୀ ହେଉନ୍ତୁ, ପୁଣି ଆପଣା ଆପଣା ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ବିଶେଷ ସେବକ ହେବେ, ସେମାନଙ୍କର କେବଳ ଗୋଟିଏ ପତ୍ନୀ ଥିବ। ସେମାନେ ନିଜ ସନ୍ତାନସନ୍ତତି ଓ ପରିବାରକୁ ଭଲ ନେତୃତ୍ୱ ଦେଇପାରୁଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಾಂಡ್ಯಾಚ್ಯಾ ಸೆವಕಾಕ್ನಿ ಎಕೆಕುಚ್ ಬಾಯ್ಕಾ ರ್‍ಹಾವ್ಚಿ, ಅನಿ ಪೊರಾಕ್ನಿ ಅನಿ ಘರ್‍ದಾರ್ ಬರೆ ಕರುನ್ ಸಾಂಬಾಳ್ತಲಿ ರ್‍ಹಾವ್ಚಿ.