1 Timothy 3:13 — Compare Translations

7 translations compared side by side

Odia - 1840
"ଯେଉଁ ଲୋକମାନେ ଭଲ ଭାବରେ ସବୋ କରନ୍ତି, ସମାନେେ ନିଜ ପାଇଁ ସମ୍ମାନଜନକ ସ୍ଥାନ ଅଧିକାର କରନ୍ତି ଏବଂ ସମାନେେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ବିଶ୍ବାସ ସଂପର୍କ ରେ ଦୃଢ଼ ନିଶ୍ଚୟତା ବୋଧ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁମାନେ ଉତ୍ତମ ରୂପେ ସେବକ-କର୍ମ କରିଅଛନ୍ତି, ସେମାନେ ଆପଣା ଆପଣା ନିମନ୍ତେ ସୁଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସମୂଳକ ବିପୁଳ ସାହସ ଲାଭ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେବକ ଭାବରେ ଯେଉଁମାନେ କୃତିତ୍ୱ ଦେଖାଇବେ, ସେମାନେ ମଣ୍ଡଳୀରେ ସମ୍ମାନିତ ହେବେ ଏବଂ ଖ୍ରୀଷ୍ଟବିଶ୍ୱାସ ସମ୍ପର୍କରେ ନିର୍ଭୀକ ଭାବରେ ନିଜ ମତ ପ୍ରକାଶ କରିପାରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ଭଲ ଭାବରେ ସେବା କରନ୍ତି, ସେମାନେ ନିଜ ପାଇଁ ସମ୍ମାନଜନକ ସ୍ଥାନ ଅଧିକାର କରନ୍ତି ଏବଂ ସେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ବିଶ୍ୱାସ ସମ୍ପର୍କରେ ଦୃଢ଼ ନିଶ୍ଚୟତା ବୋଧ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁମାନେ ଉତ୍ତମ ରୂପେ ସେବକ କାର୍ଯ୍ୟ କରିଅଛନ୍ତି, ସେମାନେ ନିଜ ନିଜ ପାଇଁ ଉତ୍ତମ ଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ଅଧିକ ସାହସ ପାଇବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁମାନେ ଉତ୍ତମ ରୂପେ ସେବକ କାର୍ଯ୍ୟ କରିଅଛନ୍ତି, ସେମାନେ ନିଜ ନିଜ ପାଇଁ ଉତ୍ତମ ଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ଅଧିକ ସାହସ ପାଇବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಾಂಡ್ಯಾತ್ ಅಪ್ನಾಚೆ ಕಾಮ್ ಬರೆ ಕರುನ್ ಕರ್‍ತಲಿ ಸೆವಕಾ ಅಪ್ನಾಸಾಟ್ನಿ ಎಕ್ ಬರೊ ಜಾಗೊ ಕಮ್ವುನ್ ಘೆತಾತ್, ಅನಿ ಜೆಜು ಕ್ರಿಸ್ತಾಚ್ಯಾ ವರ್‍ತಿ ತೆಂಕಾ ಹೊತ್ತ್ಯಾ ವಿಶ್ವಾಸಾಚ್ಯಾ ವಿಶಯಾತ್ ಘಟ್ ಮನಾನ್ ಸಾಂಗುಚೆ.