1 Timothy 3:16 — Compare Translations
7 translations compared side by side
Odia - 1840
"ଏଥି ରେ ସନ୍ଦହେ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ଯ ଏହା ଯେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରପରାୟଣତାର ନିଗୂଢ଼ ତତ୍ତ୍ଵ ଯେ ମହତ୍, ଏହା ସମସ୍ତେ ସ୍ଵୀକାର କରନ୍ତି । ତାହା ଏହି, ସେ ଦେହବ; ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ଵାରା ଦେଖାଗଲେ,, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ଵାସପାତ୍ର ହେଲେଜ, ଗୌରବରେ ଗୃହୀତ ହେଲେ ।।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ಬಿ ನ್ಹಯ್ ಮನುನ್ ಸಾಂಗುಕ್ ಹೊಯ್ನಸಲ್ಲೊ ಅಮ್ಚ್ಯಾ ಧರ್ಮಾಚೊ ಮೊಟೊ ಘುಟ್ ಹ್ಯೊ. “ಕ್ರಿಸ್ತ್ ಮಾನ್ಸಾಚ್ಯಾ ರುಪಾತ್ ದಿಸ್ಲೊ, ಹೆ ಖರೆ ಮನುನ್ ಪವಿತ್ರ್ ಆತ್ಮ್ಯಾನ್ ದಾಕ್ವುನ್ ದಿಲ್ಯಾನ್, ಅನಿ ಹೆ ದೆವಾಚ್ಯಾದುತಾನಿ ದಾಕ್ವುನ್ ಹೊಲೆ. ತೆಚ್ಯಾ ವಿಶಯಾತ್ಲಿ ಬರಿ ಖಬರ್ ಲೊಕಾಂಚ್ಯಾ ಮದ್ದಿ ಸಾಂಗುನ್ ಹೊಲಿ, ಜಗಾತ್ಲ್ಯಾ ಸಗ್ಳ್ಯಾಕ್ಲ್ಯಾ ಲೊಕಾನಿ ತೆಚ್ಯಾ ವರ್ತಿ ವಿಶ್ವಾಸ್ ಥವ್ಲ್ಯಾನಿ. ಅನಿ ತೆಕಾ ಮಹಿಮಾನ್ ಸರ್ಗಾ ವರ್ತಿ ಉಕ್ಲುನ್ ಘೆವ್ನ್ ಜಾವ್ನ್ ಹೊಲೆ”.