1 Timothy 3:2 — Compare Translations
7 translations compared side by side
Odia - 1840
"ଅଧ୍ଯକ୍ଷ ବ୍ଯକ୍ତି ଜଣଙ୍କ ଏତେ ଭଲ ହବୋ ଦରକାର ଯେ ଲୋକେ ପ୍ରକୃତ ରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହବେେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ। ତାହାଙ୍କର ଆତ୍ମସଂୟମ ଥିବା ଦରକାର ଓ ସେ ବୁଦ୍ଧିମାନ ହବୋ ଦରକାର। ସେ ଅନ୍ୟମାନଙ୍କ ଦ୍ବାରା ସମ୍ମାନ ପାଉଥିବା ଦରକାର। ନିଜ ଘ ରେ ସ୍ବାଗତ କରି ଲୋକମାନଙ୍କୁ ସେ ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହାଇେଥିବା ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ଵାମୀ, ମିତଭୋଗୀ, ସୁବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମଣ୍ଡଳୀର ବିଷପ ନିର୍ଦ୍ଦୋଷ ଚରିତ୍ର, ଏକପତ୍ନୀକ, ମିତାଚାରୀ, ସଂଯମୀ ଓ ଗାମ୍ଭୀର୍ଯ୍ୟଯୁକ୍ତ ହେବା ଆବଶ୍ୟକ। ସେ ଅତିଥିପରାୟଣ ହୋଇଥିବେ ଓ ଶିକ୍ଷାଦାନ କରିବାରେ ତାଙ୍କର ଦକ୍ଷତା ଥିବ।
Odia Bible ERV 2004 (ପବିତ୍ର ବାଇବଲ)
ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଅଧ୍ୟକ୍ଷଙ୍କର ନିନ୍ଦନୀୟ ନ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಾಂಡ್ಯಾಚೊ ಮುಖಂಡ್ ಮಟ್ಲ್ಯಾರ್, ಕಸ್ಲ್ಯಾಬಿ ಚುಕೆತ್ ರ್ಹಾವ್ಚೆ ನ್ಹಯ್, ತೆಕಾ ಎಕ್ಲಿಚ್ ಬಾಯ್ಕೊ ರ್ಹಾವ್ಚಿ, ಘಟ್ಮನಾಚೊ, ಸಗ್ಳ್ಯಾ ರಿತಿನ್ ಸಂಬಾಳುನ್ ಘೆವ್ನ್ ಜಾತಲೊ, ಅನಿ ಬರ್ಯಾ ಗುನಾಚೊ ಮಾನುಸ್ ರ್ಹಾವ್ಚೊ. ವಳಕ್ ನಸಲ್ಲ್ಯಾಕ್ನಿ ಸೈತ್ ಅಪ್ನಾಚ್ಯಾ ಘರಾಕ್ ಬಲ್ವುನ್ ತೆಂಚಿ ಯವಸ್ತಾ ಕರ್ತಲೊ; ದುಸ್ರ್ಯಾಕ್ನಿ ಬರ್ಯಾ ಗೊಸ್ಟಿಯಾ ಸಿಕ್ವುತಲೊ ಗುನ್ ಬಿ ತೆಕಾ ರ್ಹಾವ್ಚೊ.