1 Timothy 3:6 — Compare Translations

7 translations compared side by side

Odia - 1840
"କିନ୍ତୁ ଜଣେ ଅଧ୍ଯକ୍ଷ ନୂତନ ଶିଷ୍ଯ ହାଇେ ନ ଥିବେ। ନୂତନ ବିଶ୍ବାସୀଙ୍କୁ ଅଧ୍ଯକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପା ରେ। ଏଭଳି ପରିସ୍ଥିତି ରେ ତା'ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହାଇେ ଦଣ୍ଡିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ସଦୃଶ ଦଣ୍ତଗ୍ରସ୍ତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ବିଶ୍ୱାସରେ ପରିପକ୍ୱ ହୋଇଥିବ ଉଚିତ; ଅନ୍ୟଥା ଶୟତାନ ପରି ଗର୍ବରେ ସ୍ଫୀତ ହୋଇ ଦଣ୍ଡନୀୟ ହେବାର ଆଶଙ୍କା ରହିଛି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଜଣେ ଅଧ୍ୟକ୍ଷ ନୂତନ ଶିଷ୍ୟ ହୋଇ ନ ଥିବେ। ନୂତନ ବିଶ୍ୱାସୀଙ୍କୁ ଅଧ୍ୟକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପାରେ। ଏଭଳି ପରିସ୍ଥିତିରେ ତା’ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହୋଇ ଦଣ୍ଡିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾಂವ್ ವಿಶ್ವಾಸಾತ್ ಜಾನ್ತೊ ಹೊಲ್ಲೊ ಅನ್‍ಬೊಗ್ ಹೊತ್ತೊ ಮಾನುಸ್ ರ್‍ಹಾವ್ಚೊ, ಅಶೆ ಗಿರೊ ಸರ್ಕೆ ಗರುಕಿ ಕರುನ್ ತೆನಿ ಚುಕೆತ್ ಪಡುಕ್ ಹೊಯ್ನಾ.