1 Timothy 3:7 — Compare Translations
7 translations compared side by side
Odia - 1840
"ଯେଉଁମାନେ ମଣ୍ଡଳୀର ସଦସ୍ଯ ନୁହଁନ୍ତି, ବାହାରର ସହେି ଲୋକମାନଙ୍କର ମଧ୍ଯ, ଅଧ୍ଯକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ଯକ। ତହିଁରେ ସେ ଅନ୍ୟମାନଙ୍କ ଦ୍ବାରା ସମାଲୋଚିତ ହବେେ ନାହିଁ କି ଶୟତାନର ଫାନ୍ଦ ରେ ପଡ଼ିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସୁଖ୍ୟାତି ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଣ୍ଡଳୀ ବାହାରେ ସର୍ବସାଧାରଣରେ ମଧ୍ୟ ସେ ଜଣେ ସମ୍ମାନିତ ବ୍ୟକ୍ତି ଥିବେ, ସହଜରେ ଶୟତାନର ଫାନ୍ଦରେ ପଡ଼ି ସେ ଯେପରି ଅପମାନିତ ନ ହୁଅନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ମଣ୍ଡଳୀର ସଦସ୍ୟ ନୁହନ୍ତି, ବାହାରର ସେହି ଲୋକମାନଙ୍କର ମଧ୍ୟ, ଅଧ୍ୟକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ୟକ। ତହିଁରେ ସେ ଅନ୍ୟମାନଙ୍କ ଦ୍ୱାରା ସମାଲୋଚିତ ହେବେ ନାହିଁ କି ଶୟତାନର ଫାନ୍ଦରେ ପଡ଼ିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಾಂಡ್ಯಾಚ್ಯಾ ಭಾಯ್ರ್ ಹೊತ್ತ್ಯಾ ಲೊಕಾನಿ ಸೈತ್ ಮರ್ಯಾದ್ ದಿತಲೊ ಮಾನುಸ್ ರ್ಹಾವ್ಚೊ, ಅಶೆ ಕಸ್ಲ್ಯಾಬಿ ಚುಕೆತ್ ಪಡುನ್ ಗಿರೊ ಪಾಸ್ಯಾತ್ ತೆಕಾ ಪಡುಕ್ ಹೊಯ್ನಾ.