1 Timothy 3:9 — Compare Translations
7 translations compared side by side
Odia - 1840
"ସମାନେେ ପରମେଶ୍ବରଙ୍କ ଦ୍ବାରା ଆମ୍ଭକୁ ଜ୍ଞାତ କରାଯାଇଥିବା ସତ୍ଯର ଅନୁସରଣ କରୁଥିବେ ଓ ଯାହା ଠିକ୍ ଭାବନ୍ତି, ତାହା କରୁଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ଧର୍ମବିଶ୍ୱାସର ପ୍ରକାଶିତ ତତ୍ତ୍ୱଗୁଡ଼ିକୁ ସେମାନେ ନିର୍ମଳ ବିବେକରେ ଦୃଢ଼ ଭାବରେ ବିଶ୍ୱାସ କରୁଥିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରମେଶ୍ୱରଙ୍କ ଦ୍ୱାରା ଆମ୍ଭକୁ ଜ୍ଞାତ କରାଯାଇଥିବା ସତ୍ୟର ଅନୁସରଣ କରୁଥିବେ ଓ ଯାହା ଠିକ୍ ଭାବନ୍ତି, ତାହା କରୁଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;
Odia IRV 2017 (ଓଡିଆ ବାଇବେଲ)
ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಕಳ್ವುನ್ ದಿಲ್ಲೊ ವಿಶ್ವಾಸ್ ಬರ್ಯಾ ಮನಾನ್ ತೆನಿ ಸಂಬಾಳುನ್ ಘೆವ್ನ್ ಜಾವ್ಚೊ.