1 Timothy 4:10 — Compare Translations
7 translations compared side by side
Odia - 1840
"ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ; ଆମ୍ଭେ ଜୀବିତ ପରମେଶ୍ବରଙ୍କଠା ରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶଷେ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ବାସ କରନ୍ତି ସମାନଙ୍କେର ତ୍ରାଣକର୍ତ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ଵର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ, ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ମୁକ୍ତିଦାତାଙ୍କଠାରେ ବିଶ୍ୱାସ କଲେ ସମସ୍ତେ ପରିତ୍ରାଣ ଲାଭ କରିପାରିବେ, ସେହି ଜୀବନ୍ତ ଈଶ୍ୱରଙ୍କଠାରେ ଭରସା ରଖି, ଆମେ ଏତେ କଷ୍ଟ ସ୍ୱୀକାର କରି ଏହି କାର୍ଯ୍ୟ କରି ଯାଉଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ; ଆମ୍ଭେ ଜୀବିତ ପରମେଶ୍ୱରଙ୍କଠାରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶେଷ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ୱାସ କରନ୍ତି ସେମାନଙ୍କର ତ୍ରାଣକର୍ତ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ୱର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ୱାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಮಿ ತೆಚ್ಯಾಸಾಟ್ನಿ ಲೈ ಕಸ್ಟ್ ಕಾಡ್ಲಾಂವ್ ಅನಿ ಲೈ ರಾಬ್ಲಾಂವ್. ಕಶ್ಯಾಕ್ ಮಟ್ಲ್ಯಾರ್ ಅಮ್ಚೊ ಬರೊಸೊ ಅಮಿ ಝಿತ್ತ್ಯಾ ದೆವಾ ವರ್ತಿ ಥವಲ್ಲಾಂವ್. ತೊ ಸಗ್ಳ್ಯಾಕ್ನಿ ಸುಟ್ಕಾ ದಿತಲೊ ಅನಿ ಲೈ ಕರುನ್ ಜೆ ಕೊನ್ ತೆಚ್ಯಾ ವರ್ತಿ ವಿಶ್ವಾಸ್ ಥವ್ಲ್ಯಾನಾತ್ ತೆಂಕಾ ಉದ್ದಾರ್ ಕರ್ತಾ.