1 Timothy 4:12 — Compare Translations

7 translations compared side by side

Odia - 1840
"ତୁମ୍ଭେ ୟୁବକ, କିନ୍ତୁ କହେି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ଯବହାର ନ କରେ। ବିଶ୍ବାସୀମାନଙ୍କ ପାଇଁ, ସମାନେେ କିପରି ରହିବା କଥା ତାହା ଦଖାଇବୋକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ ରମେ, ବିଶ୍ବାସ, ପବିତ୍ର ଜୀବନ ଦ୍ବାରା ତୁମ୍ଭେ ସମାନଙ୍କେୁ ତାହା ଦଖାଇେ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଯୌବନାବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ଵାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଆଦର୍ଶ ସ୍ଵରୂପ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ନିଜର କଥାବାର୍ତ୍ତା, ଆଚରଣ, ପ୍ରେମ, ବିଶ୍ୱାସ ଓ ଚରିତ୍ରର ନିର୍ମଳତାରେ ଆଦର୍ଶ ଦେଖାଇ ପାରିଲେ, ଅଳ୍ପ ବୟସ୍କ ହୋଇଥିଲେ ସୁଦ୍ଧା ତୁମକୁ ମଣ୍ଡଳୀରେ କେହି ଅବଜ୍ଞା କରିପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯୁବକ, କିନ୍ତୁ କେହି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ୟବହାର ନ କରେ। ବିଶ୍ୱାସୀମାନଙ୍କ ପାଇଁ, ସେମାନେ କିପରି ରହିବା କଥା ତାହା ଦେଖାଇବାକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ରେମ, ବିଶ୍ୱାସ, ପବିତ୍ର ଜୀବନ ଦ୍ୱାରା ତୁମ୍ଭେ ସେମାନଙ୍କୁ ତାହା ଦେଖାଇ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ୱାସୀମାନଙ୍କର ଉଦାହରଣସ୍ୱରୂପ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಎಕ್ ದಾಂಡ್ಗೊ ಮನುನ್ ಲೊಕಾನಿ ತುಕಾ ಬಾರಿಕ್ ಮನುನ್ ಯವ್ಜಿಸರ್ಕೆ ರ್‍ಹಾವ್‍ನಕೊ, ತುಜ್ಯಾ ಬೊಲ್ನ್ಯಾತ್, ಚಾಲಿತ್ ಪ್ರೆಮಾತ್ ಅನಿ ವಿಶ್ವಾಸಾತ್ ಸಗ್ಳ್ಯಾಕ್ನಿ ಪವಿತ್ರ್ ಜಿವನಾತ್ ತಿಯಾ ಉದಾರನ್ ಹೊವ್ನ್ ರ್‍ಹಾ.