1 Timothy 4:13 — Compare Translations

7 translations compared side by side

Odia - 1840
"ଲୋକମାନଙ୍କ ନିକଟରେ ଶାସ୍ତ୍ର ପଢ଼ି ଶୁଣାଇବା ଜାରି ରଖ। ବଳ (ଆତ୍ମିକ) ଓ ବୃଦ୍ଧି ପାଇବାକୁ ସମାନଙ୍କେୁ ସାହାୟ୍ଯ କର। ସମାନଙ୍କେୁ ଉପଦେଶ ଦବୋ କାର୍ୟ୍ଯ ଜାରି ରଖ ଏବଂ ମୁଁ ଆସିବା ପର୍ୟ୍ଯନ୍ତ ଏପରି କରୁଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ ନିକଟକୁ ଆସିବା ପର୍ଯ୍ୟନ୍ତ ତୁମେ ଧର୍ମଶାସ୍ତ୍ର ପଠନ, ଉପଦେଶ ଓ ଶିକ୍ଷାଦାନ କାର୍ଯ୍ୟ କରୁଥାଅ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କ ନିକଟରେ ଶାସ୍ତ୍ର ପଢ଼ି ଶୁଣାଇବା ଜାରି ରଖ। ବଳ (ଆତ୍ମିକ) ଓ ବୃଦ୍ଧି ପାଇବାକୁ ସେମାନଙ୍କୁ ସାହାଯ୍ୟ କର। ସେମାନଙ୍କୁ ଉପଦେଶ ଦେବା କାର୍ଯ୍ୟ ଜାରି ରଖ ଏବଂ ମୁଁ ଆସିବା ପର୍ଯ୍ୟନ୍ତ ଏପରି କରୁଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର।
Odia IRV 2017 (ଓଡିଆ ବାଇବେଲ)
ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ,ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಯೆಯ್ ಪತರ್, ಲೊಕಾಕ್ನಿ ದೆವಾಚ್ಯಾ ಗೊಸ್ಟಿಯಾ ತೆಂಕಾ ಶಿಕಾಪ್ ಕರ್ ಅನಿ ವಾಚ್ವುನ್, ಅನಿ ಸೊಡ್ಸುನ್ ಸಾಂಗುನ್ಗೆತ್ ರ್‍ಹಾತಲ್ಯಾಕ್ ತುಜೊ ಎಳ್ ಖರ್ಚುಂಗೆತ್ ರ್‍ಹಾ.